Advertisment

‘ନବ ଦାସ ଥିଲେ ମୁଖ୍ୟମନ୍ତ୍ରୀ ଆଶାୟୀ’

ମନ୍ତ୍ରୀ ନବ ଦାସ ହତ୍ୟା ନେଇ ବିସ୍ଫୋରକ ବୟାନ ଦେଲେ ପ୍ରଦୀପ ପୁରୋହିତ କହିଲେ- ମୁଖ୍ୟମନ୍ତ୍ରୀ ହେବା ଆଶା ନବଙ୍କ ପାଇଁ କାଳ ହେଲା, ନବୀନଙ୍କ ପରେ କିଏ ମୁଖ୍ୟମନ୍ତ୍ରୀ ହେବ, ସେହି ବିବାଦ ହିଁ ହତ୍ୟାର କାରଣ, ଶୁଣାଯାଉଛି ମୁଖ୍ୟମନ୍ତ୍ରୀ ଆଶାରେ ନବ ଶନିଙ୍କ ପାଖକୁ ଯାଇଥିଲେ, ଯିଏ ବିଜେଡିର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସ୍ୱପ୍ନ ଦେଖୁଛି, ସେ ହିଁ ହତ୍ୟାକାରୀ ବୋଲି କହିଛନ୍ତି।

Advertisment

ମନ୍ତ୍ରୀ ନବ ଦାସ ହତ୍ୟା ନେଇ ବିସ୍ଫୋରକ ବୟାନ ଦେଲେ ପ୍ରଦୀପ ପୁରୋହିତ କହିଲେ- ମୁଖ୍ୟମନ୍ତ୍ରୀ ହେବା ଆଶା ନବଙ୍କ ପାଇଁ କାଳ ହେଲା, ନବୀନଙ୍କ ପରେ କିଏ ମୁଖ୍ୟମନ୍ତ୍ରୀ ହେବ, ସେହି ବିବାଦ ହିଁ ହତ୍ୟାର କାରଣ, ଶୁଣାଯାଉଛି ମୁଖ୍ୟମନ୍ତ୍ରୀ ଆଶାରେ ନବ ଶନିଙ୍କ ପାଖକୁ ଯାଇଥିଲେ, ଯିଏ ବିଜେଡିର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସ୍ୱପ୍ନ ଦେଖୁଛି, ସେ ହିଁ ହତ୍ୟାକାରୀ ବୋଲି କହିଛନ୍ତି। ନବ ଯାହା କଥାରେ ପଡ଼ି ଶନିଦେବଙ୍କୁ ପୂଜା କରିଥିଲେ, ତାଙ୍କୁ ପଚରାଉଚୁରା କଲେ, ଅଧିକ ତଥ୍ୟ ସାମ୍ନାକୁ ଆସିପାରିବ।

Advertisment
Odisha Politics Odisha Bjp Naba Das Murder
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe