ନିଜକୁ ଅସୁରକ୍ଷିତ କହିଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ସରକାର ଓ 5ଟିକୁ ପ୍ରତି ଅଧିବେଶନରେ ଟାର୍ଗେଟ କରି ଆସୁଛନ୍ତି ବିରୋଧି ଦଳର ନେତା। ନିଜକୁ ଗୃହ ଓ ଗୃହ ବାହାରେ ଅସୁରକ୍ଷିତ ମନେ କରୁଥିବା କହିଲେ, ‘ଆଜି ମୋର ସମ୍ବଲପୁର ଘର ଆଗରେ ବିକ୍ଷୋଭ କରାଯାଉଛି, ସମ୍ବଲପୁର ସର୍କିଟ ହାଉସରେ ବିଜେଡି କର୍ମୀ ପଶି ଭଙ୍ଗାରୁଜା କରିଥିଲେ, ମୋର କିମ୍ବା ମୋ ପରିବାରର ଯଦି କିଛି କ୍ଷତି ହୁଏ ସେଥିଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାୟୀ ରହିବେ।'
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାଲିଠୁ ବିଧାନସଭା, ଆଜି ବସିବ ସର୍ବଦଳୀୟ ବୈଠକ
ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକରେ ସବୁ ଦଳର ସହଯୋଗ ଲୋଡ଼ିବେ।
Politics
ରାସ୍ତା ମରାମତି କାମକୁ ନେଇ ତାତିଲେ ନଗର ଉନ୍ନୟନ ମନ୍ତ୍ରୀ
ମୟୂରଭଞ୍ଜ ଜିଲ୍ଲା ଏନଏଚ୍-୪୯ ବାଙ୍ଗିରିପୋଷି ଘାଟିରେ ରାସ୍ତା ମରାମତି କାର୍ଯ୍ୟର ଅଗ୍ରଗତି ହେଉନାହିଁ। PDଙ୍କୁ ଗିରଫ କରି ଜେଲ୍ ପଠାଇବାକୁ କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ତେଜୁଛି ଯାଜପୁର କଳି, ପୁଣି ବିଜେଡି-ବିଜେପି ମୁହାଁମୁହିଁ
ଯାଜପୁର ଘଟଣାକୁ ନେଇ ବିଜେଡି ଓ ବିଜେପି ପୁଣି ମୁହାଁମୁହିଁ ହୋଇଛନ୍ତି। ବିଜେଡି ପ୍ରେସମିଟ୍ କରି ପୁଲିସ ଉପରେ ଦୋଷ ଲଦିଥିବାବେଳେ କାଉଣ୍ଟର କରିଛି ବିଜେପି।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।