ନବୀନ କହିଲେ ଶ୍ରଦ୍ଧା କିଏ ? ବହୁ ତମ୍ବିତୋଫାନ ପରେ ଶେଷରେ ଶ୍ରଦ୍ଧା କିଏ ବୋଲି ସ୍ପଷ୍ଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହ ଭାଟିକାନ ସିଟି ଯାଇଥିବା ରହସ୍ୟମୟୀ ମହିଳାଙ୍କୁ ନେଇ ନବୀନ ବିଧାନସଭାରେ ବିବୃତି ରଖି ସ୍ପଷ୍ଟ କରିଛନ୍ତି । ମଙ୍ଗଳବାର ବିଧାନସଭା ମୌସୁମୀ ଅଧିବେଶନର ଶେଷଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି, ଶ୍ରଦ୍ଧା ହେଉଛନ୍ତି ମୋ ଫିଜିଓ ଥେରାପିଷ୍ଟ। ମୋ ଭଉଣୀ ଗୀତା ମେହଟ୍ଟା ତାଙ୍କୁ ପଠାଇଥିଲେ। ମୋ ଫିଜିକାଲ୍ ଫିଟ୍ନେସ୍ ପାଇଁ ମୋ ଭଉଣୀ ତାଙ୍କୁ ପଠାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଦିଲ୍ଲୀ ଭୋଟରଙ୍କୁ ମାଗଣା ବିଜୁଳି ଓ ପାଣି ପ୍ରତିଶ୍ରୁତି ଦେବ ବିଜେପି!
ଏବେ ମହିଳାମାନେ ସବୁ ଦଳର ଭୋଟ ବ୍ୟାଙ୍କ ଭାବେ ଉଭା ହୋଇଛନ୍ତି। ସେମାନଙ୍କ ହାତକୁ ସିଧା ନଗଦ ଟଙ୍କା ଦେବାକୁ ସବୁ ଦଳ ଭିନ୍ନଭିନ୍ନ ଯୋଜନା ଲାଗୁ କରିବାକୁ ପ୍ରତିଶ୍ରୁତି ଦେଉଛନ୍ତି।
Politics
'ଇଣ୍ଡିଆ' ମେଣ୍ଟ ଭାଙ୍ଗି ଦେବା ଉଚିତ: ଓମାର ଅବଦୁଲ୍ଲା
ଦିଲ୍ଲୀ ନିର୍ବାଚନରେ ଆପ୍-କଂଗ୍ରେସ ମୁହାଁମୁହିଁ ହେବା ପ୍ରସଙ୍ଗରେ ଅସନ୍ତୋଷ ଝାଡ଼ିଲେ ଓମାର ଅବଦୁଲ୍ଲା। ଯଦି କେବଳ ଲୋକସଭା ନିର୍ବାଚନ ପାଇଁ ମେଣ୍ଟ ହୋଇଥିଲା, ଏହାକୁ ଭାଙ୍ଗିଦେବା ଉଚିତ ବୋଲି କହିଲେ।
Guest Column
ଲୋକଙ୍କୁ ଭୂତେଇବେ କେମିତି? କୌଟିଲ୍ୟ କହିଲେ କ’ଣ?
ସାମନ୍ତବାଦୀ ଶାସନ କାଳରେ ଯେପରି ରାଜାମାନେ ରାଜ୍ୟ ଜୟ କରିବାର ମୋହରେ ଲୋକଙ୍କଠାରୁ ଅଧିକ କର ଆଦାୟ କରି ଯୁଦ୍ଧଯାତ୍ରାରେ ଖର୍ଚ୍ଚ କରୁଥିଲେ, ଆଜିର ଦିନରେ ମଧ୍ୟ ସେହି ବ୍ୟବସ୍ଥା ଦେଖିବାକୁ ମିଳୁଛି। କେନ୍ଦ୍ରୀୟ ବ୍ୟୟ ବଜେଟ୍ର ମୁଖ୍ୟ ଅଂଶ ଆମର ଯୁଦ୍ଧ ସରଞ୍ଜାମ ତିଆରି କରିବା ଓ କ୍ରୟ କରିବାରେ ବ୍ୟୟ ହେଉଛି।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।