ଗୀତା ପଠାଇଥିଲେ ଶ୍ରଦ୍ଧାଙ୍କୁ.. | Odisha Reporter
ନବୀନ କହିଲେ ଶ୍ରଦ୍ଧା କିଏ ? ବହୁ ତମ୍ବିତୋଫାନ ପରେ ଶେଷରେ ଶ୍ରଦ୍ଧା କିଏ ବୋଲି ସ୍ପଷ୍ଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହ ଭାଟିକାନ ସିଟି ଯାଇଥିବା ରହସ୍ୟମୟୀ ମହିଳାଙ୍କୁ ନେଇ ନବୀନ ବିଧାନସଭାରେ ବିବୃତି ରଖି ସ୍ପଷ୍ଟ କରିଛନ୍ତି । ମଙ୍ଗଳବାର ବିଧାନସଭା ମୌସୁମୀ ଅଧିବେଶନର ଶେଷଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି, ଶ୍ରଦ୍ଧା ହେଉଛନ୍ତି ମୋ ଫିଜିଓ ଥେରାପିଷ୍ଟ। ମୋ ଭଉଣୀ ଗୀତା ମେହଟ୍ଟା ତାଙ୍କୁ ପଠାଇଥିଲେ। ମୋ ଫିଜିକାଲ୍ ଫିଟ୍ନେସ୍ ପାଇଁ ମୋ ଭଉଣୀ ତାଙ୍କୁ ପଠାଇଥିଲେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
