Advertisment

'ଶ୍ରଦ୍ଧା ହେଉଛନ୍ତି ମୋ ଫିଜିଓ ଥେରାପିଷ୍ଟ'

ମଙ୍ଗଳବାର ବିଧାନସଭା ମୌସୁମୀ ଅଧିବେଶନର ଶେଷଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି,  ଶ୍ରଦ୍ଧା ହେଉଛନ୍ତି ମୋ ଫିଜିଓ ଥେରାପିଷ୍ଟ। ମୋ ଭଉଣୀ ଗୀତା ମେହଟ୍ଟା ତାଙ୍କୁ ପଠାଇଥିଲେ।

Advertisment

ନବୀନ କହିଲେ ଶ୍ରଦ୍ଧା କିଏ ? ବହୁ ତମ୍ବିତୋଫାନ ପରେ ଶେଷରେ ଶ୍ରଦ୍ଧା କିଏ ବୋଲି ସ୍ପଷ୍ଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହ ଭାଟିକାନ ସିଟି ଯାଇଥିବା ରହସ୍ୟମୟୀ ମହିଳାଙ୍କୁ ନେଇ ନବୀନ ବିଧାନସଭାରେ ବିବୃତି ରଖି ସ୍ପଷ୍ଟ କରିଛନ୍ତି । ମଙ୍ଗଳବାର ବିଧାନସଭା ମୌସୁମୀ ଅଧିବେଶନର ଶେଷଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି,  ଶ୍ରଦ୍ଧା ହେଉଛନ୍ତି ମୋ ଫିଜିଓ ଥେରାପିଷ୍ଟ। ମୋ ଭଉଣୀ ଗୀତା ମେହଟ୍ଟା ତାଙ୍କୁ ପଠାଇଥିଲେ। ମୋ ଫିଜିକାଲ୍ ଫିଟ୍‌ନେସ୍‌ ପାଇଁ ମୋ ଭଉଣୀ ତାଙ୍କୁ ପଠାଇଥିଲେ।

Advertisment
Odisha BjD Naveen Patnaik
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe