ଭୁବନେଶ୍ୱର ମହିଳା ଥାନାରେ ବିଜେଡି ନେତ୍ରୀ ସଂଯୁକ୍ତା ମହଲା । ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ବିରୋଧରେ ସାଘାଂତିକ ଅଭିଯୋଗ ଆଣିଲେ ସଂଯୁକ୍ତା ମହଲା । ଦୀର୍ଘ ୯ ବର୍ଷ ଧରି ଶାରୀରିକ ଓ ମାନସିକ ନିର୍ଯାତନା ଦେଇଥିବା ଅଭିଯୋଗ । ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ସୁରକ୍ଷା ମାଗିଲେ ସଂଯୁକ୍ତା । ଶ୍ରୀକାନ୍ତ ସାହୁ କିଛି ଅସାମାଜିକ ଯୁବକଙ୍କୁ ତାଙ୍କ ପଛରେ ଲଗାଇଥିବା ଅଭିଯୋଗ । ସଂଯୁକ୍ତାଙ୍କ ବିରୋଧରେ ପରିବାର ଆଣିଥିବା ଅଭିଯୋଗ ସଂପର୍କରେ ପ୍ରତିକ୍ରିୟା। କହିଲେ, '୭ ବର୍ଷ ହେଲା ପରିବାର ସହ କୌଣସି ସଂପର୍କ ନାହିଁ ,ପରିବାରକୁ ମୋହରା କରି ଶ୍ରୀକାନ୍ତ ସାହୁ ମିଡିଆ ଆଗରେ ଏଭଳି କୁହାଇଛନ୍ତି, ନ୍ୟାୟ ନ ମିଳିଲେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବି।'
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ମେୟର ନିର୍ବାଚନରେ ବିଜେପିକୁ ଝଟକା, ବାଜି ମାରିନେଲା ଆପ୍
ଦିଲ୍ଲୀ ମେୟର ନିର୍ବାଚନରେ ଆପ୍ ପ୍ରାର୍ଥୀ ମହେଶ କୁମାର ଖିଞ୍ଚି ବିଜୟୀ। ୧୦ ଆପ୍ କାଉନସିଲରଙ୍କ କ୍ରସ୍ ଭୋଟିଂ ସତ୍ତ୍ୱେ ବିଜେପିକୁ ଝଟକା।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’
Politics
ବାଂଲାଦେଶ ଆଟର୍ଣ୍ଣି ଜେନେରାଲଙ୍କ ଆହ୍ୱାନ, ସମ୍ବିଧାନରୁ ହଟାଯାଉ 'ଧର୍ମନିରପେକ୍ଷ' ଶବ୍ଦ
ଦେଶର ଜନସଂଖ୍ୟାର ୯୦% ମୁସଲମାନ ରହୁଥିବାରୁ ସମ୍ବିଧାନରୁ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବାକୁ ସେ ଦାବି କରିଛନ୍ତି।
Politics
୮ରେ ସୋହେଲାରେ ବିଶାଳ ଚାଷୀ ସମାବେଶ, ମୁଖ୍ୟମନ୍ତ୍ରୀ କରିବେ ଅତିରିକ୍ତ ୮୦୦ ଟଙ୍କା ବଂଟନର ଶୁଭାରମ୍ଭ
ବୈଠକରୁ ଜଣାଯାଇଛି ଯେ, ଆସନ୍ତା ୨୦ ତାରିଖରେ ବରଗଡ ଜିଲ୍ଲାରୁ ଏହି ଧାନ ସଂଗ୍ରହ କାର୍ଯ୍ୟ ଆରମ୍ଭ ହେବ। ୨୨ ତାରିଖରେ ସମ୍ବଲପୁର ଏବଂ ପରେ ରାଜ୍ୟର ସବୁ ଜିଲ୍ଲାରେ ଏହି ଧାନ ସଂଗ୍ରହ ବ୍ୟବସ୍ଥା ଆରମ୍ଭ ହେବ।