‘ବିଜୁ, ନବୀନ ହଟିଲେଣି, ଆଗକୁ କେବଳ ପାଣ୍ଡିଆନ ରହିବେ’ | Odisha Reporter
Advertisment
ଭିକେ ପାଣ୍ଡିଆନଙ୍କୁ ଟାର୍ଗେଟ କଲେ କଂଗ୍ରେସ ପ୍ରଭାରୀ ଅଜୟ କୁମାର। କହିଲେ, ବିଜେଡି ପୋଷ୍ଟରରୁ ବିଜୁ ପଟ୍ଟନାୟକଙ୍କୁ ବାଦ୍ ଦିଆଯିବା ଦେଖାଗଲାଣି। ବିଜୁଙ୍କ ଜାଗାରେ ଏବେ ପାଣ୍ଡିଆନଙ୍କ ଫଟୋ ଲାଗିବା ଦେଖାଗଲାଣି। କିଛି ଦିନ ପରେ ନବୀନଙ୍କ ଫଟୋ କାଢ଼ି ପାଣ୍ଡିଆନଙ୍କ ଫଟୋ ରହିବ। ବିପକ୍ଷ ଦଳ ହୋଇଥିଲେ ବି ବିଜୁ ବାବୁଙ୍କ ପ୍ରତି ଆମର ସମ୍ମାନ ରହିଛି। କିଛି ଏଭଳି କହିଛନ୍ତି କଂଗ୍ରେସ ପ୍ରଭାରୀ ଅଜୟ କୁମାର।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us