Advertisment

କାର୍ତ୍ତିକ ପୂର୍ଣ୍ଣିମାରେ ବିଜେଡିରେ ଯୋଗଦେଲେ କାର୍ତ୍ତିକ

ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାଙ୍କୁ ବିଧିବଦ୍ଧ ଭାବେ ଦଳରେ ସ୍ୱାଗତ କରିଛନ୍ତି । ବିଜେଡିର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ଏହି ମିଶ୍ରଣ ହୋଇଛି ।

Advertisment

ଅବସରପ୍ରାପ୍ତ ଆଇଏଏସ୍ ଭି.କେ ପାଣ୍ଡିଆନ ଆଜି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡିର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ସେ ଆଜି ନବୀନ ନିବାସରେ ବିଜେଡିର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି। ତେବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାଙ୍କୁ ବିଧିବଦ୍ଧ ଭାବେ ଦଳରେ ସ୍ୱାଗତ କରିଛନ୍ତି । ବିଜେଡିର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ଏହି ମିଶ୍ରଣ ହୋଇଛି ।  

Advertisment
Naveen Patnaik Vk Pandian BjD Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe