କୋଭିଡ ବେଳେ ସରପଞ୍ଚ ମାନଙ୍କୁ ଜିଲ୍ଲାପାଳ କ୍ଷମତା ମିଳିଥିଲା କେବଳ ମୋହରା ପାଇଁ । କେବଳ ରବର ଷ୍ଟାମ୍ପ ସାଜାଇଥିଲେ । କିନ୍ତୁ ସରପଞ୍ଚ ମାନେ ନିଜର କ୍ଷମତା ମାଗୁଛନ୍ତି । ଏମିତିକି ଏବେବି ଅନେକ ସରପଞ୍ଚ ଦାଦନ ଖଟି ଯାଉଛନ୍ତି । ସମ୍ମାନ ପାଇଁ ଏବେ ଦାଦନ ଖଟିପାରୁନଥିବାବେଳେ ଭୋକର ଜ୍ୱାଳାରେ ଛଟପଟ ହେଉଛନ୍ତି । ଅନେକ ସରପଞ୍ଚଙ୍କ ଘରେ ଆଣ୍ଠିଏ ଆଣ୍ଠିଏ ପାଣି ଜମୁଥିବା ଭଳି ସଂଗୀନ ଅଭିଯୋଗ ଆଣିଛନ୍ତି ଜଣେ ସରପଞ୍ଚ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆସନ୍ତାକାଲିଠୁ ବିଧାନସଭା: ପୁଳାପୁଳା ପ୍ରସଙ୍ଗ, ରଣନୀତି ତୟାର କଲେ ଶାସକ-ବିରୋଧୀ
ବିଧାନସଭା ସଚିବାଳୟରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତାକାଲି ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ୬ ଜଣ ଦିବଂଗତ ସଦସ୍ୟଙ୍କ ସମ୍ମାନରେ ଶୋକପ୍ରସ୍ତାବ ପାରିତ ହେବ। ଏହାପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିବ।
Politics
ଭବଙ୍କ ପାଇଁ ଅଡୁଆ ବଢିଲା; ଯୋଡି ହେଲା ଆଉ ୩ ମାମଲା
ଆଜି ସକାଳେ କ୍ରାଇମବ୍ରାଞ୍ଚର ୬ ଜଣିଆ ଟିମ୍ ଯାଜପୁର ଜିଲ୍ଲା ଧର୍ମଶାଳା ବୁଢ଼ାପୋଲରେ ପହଞ୍ଚିଥିଲା। ଯେଉଁଠି ୨୦ ତାରିଖ ସଂଧ୍ୟାରେ ବିଧାୟକ ହିମାଂଶୁଙ୍କ ଉପରେ ଠେଙ୍ଗାବାଡ଼ି ଧରି ସଂଘବଦ୍ଧ ଆକ୍ରମଣ କରାଯାଇଥିଲା।
Business
ଆଦାନୀ ଗ୍ରୁପ୍ ଦାନକୁ ବି ନା; ୧୦୦ କୋଟି ଟଙ୍କା ଫେରାଇବେ ତେଲାଙ୍ଗାନା ସରକାର
ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ତେଲାଙ୍ଗାନାକୁ ୧୦୦କୋଟି ଟଙ୍କା ଦାନ କରିଥିଲେ।
Politics
ସଞ୍ଜୟ ରାଉତଙ୍କ ବିସ୍ଫୋରକ ବୟାନ, ପରାଜୟ ପାଇଁ ପୂର୍ବତନ CJI ଦାୟୀ
ମହାରାଷ୍ଟ୍ରରେ ପରାଜୟ ପାଇଁ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କୁ ଦାୟୀ କରିଛନ୍ତି ସଞ୍ଜୟ ରାଉତ।