ପାଣ୍ଡିଆନଙ୍କୁ ଲଞ୍ଚ କରିବେ ବୋଲି ପୂର୍ବ ସରକାର ରାଜକୋଷରୁ ଉଡ଼ାଇଥିଲେ ୧୫ କୋଟି ଟଙ୍କା । ବିଶେଷ କାର୍ଯ୍ୟକ୍ରମ ପାଇଁ ତଥ୍ୟଭିତ୍ତି ଆଲେଖ୍ୟ ବା ଆଡଭୋଟରିଆଲ ନାଁରେ ଖର୍ଚ୍ଚ କରିଥିଲେ ଟଙ୍କା। ଚଳିତ ବର୍ଷ ମାର୍ଚ୍ଚ ୧୬ରେ ସାଧାରଣ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହେଲା। ତା ସହ ସାରା ଦେଶରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଗଲା। ଆଉ ତା ପୂର୍ବରୁ ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ନାଁରେ ଅତିରଞ୍ଜିତ ଖବର ଛାପିବା ପାଇଁ ବିଭିନ୍ନ ଓଡ଼ିଆ ଓ ଇଂରେଜୀ ଖବରକାଗଜକୁ ଗୁପ୍ତରେ କୋଟି କୋଟି ଟଙ୍କା ଢ଼ାଳି ଦିଆଯାଇଥିଲା। ଦେଖନ୍ତୁ ପୂରା ରିପୋର୍ଟ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପୁଣି ଆସିବେ ଶାହ, ୨୮ରେ ସମ୍ବଲପୁର
ଅମିତ ଶାହ ୨୮ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ।
National
'ଗୋଟିଏ ଦେଶ, ଗୋଟିଏ ନିର୍ବାଚନ' ପାଇଁ ଜେପିସି କମିଟିରେ ୩୯ ସଦସ୍ୟ, ଓଡ଼ିଶାରୁ ୪ ସାଂସଦ
ଶାସକ ଏନଡିଏରୁ ୨୭ ଓ ବିଭିନ୍ନ ବିରୋଧୀ ଦଳରୁ ୧୨ ସାସଂଦଙ୍କୁ ଜେପିସିରେ ମିଳିଲା ସ୍ଥାନ। ଓଡ଼ିଶାରୁ ବୈଜୟନ୍ତ, ଭର୍ତ୍ତୃହରି, ସମ୍ବିତଙ୍କ ସମେତ ମାନସ ମଙ୍ଗରାଜ କମିଟିରେ ସାମିଲ।
Politics
ଦଳିତ ଶିକ୍ଷାର୍ଥୀଙ୍କ ପାଇଁ କେଜ୍ରିୱାଲଙ୍କ ‘ଆମ୍ବେଦକର ବୃତ୍ତି”
ବର୍ତ୍ତମାନ ଦେଶରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରାଜ୍ୟସଭାରେ ଆମ୍ବେଦକରଙ୍କ ପ୍ରସଙ୍ଗରେ ଦେଇଥିବା ବୟାନକୁ ନେଇ ବିବାଦ ଲାଗି ରହିଛି।
Politics
ସଂସଦରେ ଧକ୍କା କାଣ୍ଡ: ରାହୁଲ ଗାନ୍ଧିଙ୍କ କେସ୍ର ତଦନ୍ତ କରିବ କ୍ରାଇମବ୍ରାଞ୍ଚ
ବିଜେପିର ଅଭିଯୋଗକ୍ରମେ ଦିଲ୍ଲୀ ପୁଲିସ୍ ରାହୁଲ ଗାନ୍ଧିଙ୍କ ନାଁରେ ଉଦ୍ଦେଶ୍ୟମୂଳକ ଭାବେ ଗଭୀର ଆଘାତ ଦେବା, ଅନ୍ୟର ଜୀବନ ପ୍ରତି ତଥା ବ୍ୟକ୍ତିଗତ ସୁରକ୍ଷାରେ ବିପଦ ସୃଷ୍ଟି କରିବା, ଅପରାଧିକ କାର୍ଯ୍ୟକଳାପ ଦ୍ଵାରା ଅନ୍ୟକୁ ଭୟଭୀତ କରାଇବା ଭଳି ଗମ୍ଭୀର ଦଫା ଲଗାଇ ମାମଲା କରିଥିଲା।
Politics
ପ୍ରତାପ ଷଡ଼ଙ୍ଗୀଙ୍କୁ ଅଭିନୟ ପାଇଁ ଅସ୍କାର ମିଳିବା ଦରକାର କହିଲେ ଜୟା ବଚ୍ଚନ
ପ୍ରତାପ ଷଡ଼ଙ୍ଗୀଙ୍କ ସହ ମୁକେଶ ରାଜପୁତ ମଧ୍ୟ ଗତକାଲି ସଂସଦରେ ହୋଇଥିବା ଦଙ୍ଗାରେ ଆହତ ହୋଇଥିବା ଅଭିଯୋଗ ହୋଇଛି।