୨୨ରୁ ବିଧାନସଭା ଅଧିବେଶନ: ୨୫ରେ ବଜେଟ୍‌

ଆଜି ବିଧାନସଭା ସଚିବାଳୟ ପକ୍ଷରୁ ଜାରି କାର୍ଯ୍ୟସୂଚୀ ଅନୁସାରେ, ୨୨ତାରିଖରେ ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ।

Odisha Legislative Assembly

ବିଧାନସଭା

Ordigital Desk
  • Published: Friday, 05 July 2024
  • Updated: 05 July 2024, 11:20 PM IST

Sports

Latest News

ଆସନ୍ତା ୨୨ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ । ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ସେପ୍ଟେମ୍ବର ୧୩ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନରେ ମୋଟ ୨୭ଟି କାର୍ଯ୍ୟଦିବସ ଥିବାବେଳେ ଜୁଲାଇ ୨୫ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେବ ବୋଲି ଜଣାପଡ଼ିଛି । ମୋହନ ମାଝୀ ସରକାରଙ୍କର ଏହା ପ୍ରଥମ ବିଧାନସଭା ଅଧିବେଶନ ।

ଆଜି ବିଧାନସଭା ସଚିବାଳୟ ପକ୍ଷରୁ ଜାରି କାର୍ଯ୍ୟସୂଚୀ ଅନୁସାରେ, ୨୨ତାରିଖରେ ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ । ଏହାପରେ ୨୩ତାରିଖରେ ଉପବାଚସ୍ପତି ନିର୍ବାଚନ ଘୋଷଣା ଓ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବକୁ ନେଇ ୨ଦିନ ଧରି ଆଲୋଚନା ହେବ । ୨୪ତାରିଖରେ ଉପବାଚସ୍ପତି ନିର୍ବାଚନ ଶେଷ ହେବ । ୨୫ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍  ଅର୍ଥମନ୍ତ୍ରୀ ତଥା ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥାପିତ କରିବାର କାର୍ଯ୍ୟକ୍ରମ ରହିଛି ।

Also Read

ସେହିପରି ଜୁଲାଇ ୨୯ରୁ ୩୧ତାରିଖ ପର୍ଯ୍ୟନ୍ତ ବଜେଟ୍ ଉପରେ ସାଧାରଣ ଆଲୋଚନା ହେବ । ଅଗଷ୍ଟ ୧ରୁ ୧୯ତାରିଖ ପର୍ଯ୍ୟନ୍ତ ବିଧାନସଭା ଅଧିବେଶନ ବନ୍ଦ ରହିବ । ଦ୍ୱିତୀୟ ପର୍ଯ୍ୟାୟରେ ବିଧାନସଭାର ଅଧିବେଶନ ଅଗଷ୍ଟ ୨୦ରୁ ଆରମ୍ଭ ହୋଇ ବିଭାଗୀୟ ବଜେଟ୍ ଅନୁଦାନ ଉପରେ ଆଲୋଚନା ହେବ । ସେପ୍ଟେମ୍ବର ୧୦ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷର ବ୍ୟୟମଞ୍ଜୁରୀ ବିଲ୍ ଉପସ୍ଥାପିତ ହେବ । ସେପ୍ଟେମ୍ବର ୧୨ ଓ ୧୩ତାରିଖରେ ପ୍ରାଇଭେଟ୍ ମେମ୍ବର୍ସ ବିଲ୍ ପାଇଁ ଉଦ୍ଦିଷ୍ଟ ରହିଛି । ଏହି ଅଧିବେଶନ ମୋଟ ୨୭ଟି ଦିନ ବସିବାର ଧାର୍ଯ୍ୟ ହୋଇଛି ।

ସୂଚନାଯୋଗ୍ୟ, ରାଜ୍ୟରେ ପ୍ରଥମ ବିଜେପି ସରକାରର ଏହା ପ୍ରଥମ ବଜେଟ୍ ଅଧିବେଶନ । ବିଜେପି ସରକାର ନିଜର ପ୍ରଥମ ବଜେଟରେ କେଉଁସବୁ ପ୍ରସଙ୍ଗକୁ ସ୍ଥାନିତ କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story