ଗତ ୫ ବର୍ଷରେ ଓଡ଼ିଶାରୁ ବାହାର ରାଜ୍ୟକୁ କାମ କରିବାକୁ ଯାଇ ୧୯୭ ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି। ସେହିପରି ବିଦେଶକୁ କାମ କରିବାକୁ ଯାଇ ୩୧ ଜଣଙ୍କ ଜୀବନ ଯାଇଛି। ତାମଧ୍ୟରୁ କେବଳ ୮ ଜଣଙ୍କ ମରଶରୀର ରାଜ୍ୟକୁ ଫେରିପାରିଛି। ବିଜେଡି ବିଧାୟକ ସନାତନ ମହାକୁଡଙ୍କ ଲିଖିତ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ।
Also Read
ଗୃହରେ ଶ୍ରମ ମନ୍ତ୍ରୀ ରଖିଥିବା ଉତ୍ତର ଅନୁସାରେ, ବଲାଙ୍ଗୀରରୁ ସର୍ବାଧିକ ୨୧ ଜଣ ଶ୍ରମିକ ବାହାର ରାଜ୍ୟକୁ କାମ କରିବାକୁ ଯାଇ ପ୍ରାଣ ହରାଇଛନ୍ତି। ସେହିପରି କନ୍ଧମାଳରୁ ୧୯, ରାୟଗଡାରୁ ୧୮, ବ୍ରହ୍ମପୁରରୁ ୧୫ ଓ କଳାହାଣ୍ଡିରୁ ୧୦ ଜଣ ଶ୍ରମିକଙ୍କ ବାହାର ରାଜ୍ୟରେ ଜୀବନ ଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?
Politics
କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା, କହିଲେ ଏମିତି କଥା
ମୋଦି ଦାବି କରିଛନ୍ତି ଯେ ବାବା ସାହେବ ଆମ୍ବେଦକର ଭାରତର ଜଳ ସଂରକ୍ଷଣ ନୀତିକୁ ଉପଯୁକ୍ତ ରୂପ ଦେବାକୁ ଚେଷ୍ଟା କରୁଥିବା ବେଳେ କଂଗ୍ରେସ ନିୟମିତ ଭାବେ ତାଙ୍କ ଅବଦାନକୁ ଅଣଦେଖା କରି ଆସୁଥିଲା।
Politics
ଚର୍ଚ୍ଚାରେ କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହଙ୍କ ମନ୍ତବ୍ୟ; କହିଲେ- ନବୀନ ଓ ନୀତୀଶଙ୍କୁ ଭାରତରତ୍ନ ମିଳିବା ଉଚିତ
ନୀତୀଶ କୁମାରଙ୍କ ଦଳ ଏବେ ବିଜେପି ନେତୃତ୍ୱାଧୀନ ଏନ୍ଡିଏରେ ଅଛି। ନବୀନଙ୍କ ନେତୃତ୍ୱାଧୀନ ବିଜେଡି ଏକଦା ଏନ୍ଡିଏରେ ଥିଲା।
Politics
‘ମୌକା ମୌକା ହର ବାର ଧୋକା’: ଆପ ଓ ବିଜେପି ପାଇଁ କଂଗ୍ରେସ ଜାରି କଲା ବହି
ଦିଲ୍ଲୀ ପାଇଁ ବିଜେପି ଓ ଆପ୍ ଦେଇଥିବା ପ୍ରତିଶ୍ରୁତିକୁ ପୂରଣ କରିବାରେ ବାରମ୍ବାର ବିଫଳ ହୋଇଥିବାରୁ କଂଗ୍ରେସ ମୌକା ମୌକା ହର ବାର ଧୋକା ବହି ରିଲିଜ କରିଥିବା କହିଛି।
Politics
ଶ୍ରୀଜିଉଙ୍କୁ ଦର୍ଶନ କଲେ ରଘୁବର ଦାସ, କହିଲେ - ଦଳ ଯେଉଁ ଦାୟିତ୍ୱ ଦେବ ନିର୍ବାହ କରିବି
ଗତକାଲି ହଠାତ୍ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିବା ରଘୁବର ଦାସ ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ଓଡ଼ିଶାବାସୀଙ୍କ ସେବା କରିବାର ସୁଯୋଗ ପାଇଥିବାରୁ ସେ ନିଜକୁ ଭାଗ୍ୟବାନ ମନେ କରିଛନ୍ତି ।