୨୭ ଜଣ ବିଜେଡି ବିଧାୟକ ବିଜେପିର ଶୀର୍ଷ ନେତୃତ୍ୱଙ୍କ ସହ ଯୋଗାଯୋଗରେ ଅଛନ୍ତି। ୩ ଦିନ ତଳେ ୨୭ ଜଣ ବିଜେଡି ବିଧାୟକ ଏକାଠି ହୋଇଥିଲେ। ସେମାନେ ବିଜେପି ଆସିବା ପାଇଁ ଯୋଗାଯୋଗରେ ଅଛନ୍ତି ବୋଲି କହିଛନ୍ତି ବିଜେପି ବିଧାୟକ ସରୋଜ ପାଢ଼ୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବେଦାନ୍ତ ପାଇଁ ଅଧିଗ୍ରହଣ ହୋଇଥିବା ଜମି ଲୋକଙ୍କ ପାଖକୁ ଫେରିବ
କ୍ଷତିପୂରଣ ନେଇଥିବା ଲୋକଙ୍କୁ କ୍ଷତିପୂରଣ ରାଶି ଫେରାଇବାକୁ ପଡ଼ିବ।
Politics
ବେଦାନ୍ତ ନେଇଥିବା ଜମି ଲୋକଙ୍କୁ ଫେରାଯିବ
ଫେରି ପାଉଥିବା ଜମିକୁ ସଂପୃକ୍ତ ଲୋକଙ୍କ ନାଁରେ ପଞ୍ଜୀକୃତ କରାଯିବ। ଜମି ପାଇଁ ଲୋକମାନେ ପାଇଥିବା କ୍ଷତିପୂରଣ ସରକାରଙ୍କୁ ଫେରାଇବେ।
Politics
ସୁପ୍ରିମ୍ ନିର୍ଦ୍ଦେଶ: ଶରଦ ପାୱାରଙ୍କ ଫଟୋ ବ୍ୟବହାର କରିପାରିବେନି ଅଜିତ ପାୱାର ଗୋଷ୍ଠୀ
ମହାରାଷ୍ଟ୍ର ନିର୍ବାଚନ ପ୍ରଚାରରେ ଶରଦ ପାୱାରଙ୍କ ଫଟୋ କିମ୍ବା ଭିଡିଓ ବ୍ୟବହାର ନକରିବାକୁ ଅଜିତ ପାୱାରଙ୍କ ଗୋଷ୍ଠୀକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ। ଥରେ ଆପଣ ଶରଦ ପାୱାରଙ୍କଠାରୁ ଅଲଗା ହେଲେ, ଏବେ ନିଜ ଗୋଡ଼ରେ ଛିଡ଼ା ହେବା ଶିଖନ୍ତୁ କହିଲେ ସର୍ବୋଚ୍ଚ ନ୍ୟାୟାଳୟ।
Politics
‘ସୁଭଦ୍ରା’ ପାଇନଥିବା ମହିଳାଙ୍କୁ ଏମିତି ପରାମର୍ଶ ଦେଲେ ପ୍ରଭାତୀ
ପ୍ରଭାତୀ ପରିଡ଼ା କହିଛନ୍ତି, ଗୋଟିଏ ଆକାଉଣ୍ଟ ସହ ଗୋଟିଏ ମୋବାଇଲ ନମ୍ବର ଲିଙ୍କ କରନ୍ତୁ। ରାଜ୍ୟର ପ୍ରାୟ ୫ ଲକ୍ଷ ଆବେଦନକାରୀଙ୍କର ବ୍ୟାଙ୍କ ସହ ଲିଙ୍କେଜ ହୋଇନି। ବ୍ୟାଙ୍କ ଆକାଉଣ୍ଟ-ଆଧାର-ମୋବାଇଲ ନମ୍ବର ମଧ୍ୟରେ ସମନ୍ୱୟ ନାହିଁ।
Politics
ବାଲେଶ୍ୱର ବିଜେଡିରେ ଫାଟ; କାନ୍ଦିଲେ ମହିଳା କାଉନସିଲର, ଆଣିଲେ ସଙ୍ଗୀନ ଅଭିଯୋଗ
ମହିଳା କାଉନସିଲରଙ୍କୁ ପୁରୁଷ କାଉନସିଲର ଜଣକ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବା ସହ ଜାତିଆଣ ଆକ୍ଷେପ କରିଥିବା ଅଭିଯୋଗ ହେଉଛି।