ମୋଦି ୩.୦ରେ ମନ୍ତ୍ରୀ ହେଲେ ଧର୍ମେନ୍ଦ୍ର, ଜୁଏଲ ଓ ଅଶ୍ୱିନୀ ବୈଷ୍ଣବ

ଜୁଏଲ ଓରାମ ମୋଦି ସରକାରର ପ୍ରଥମ ପାଳିରେ ଆଦିବାସୀ ବ୍ୟାପାର ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ।

PM Modi

ମୋଦି, ରାଜନାଥ ଓ ଅମିତ ଶାହ

Hemant Lenka
  • Published: Sunday, 09 June 2024
  • Updated: 09 June 2024, 08:36 PM IST

Sports

Latest News

ମୋଦି ୩.୦ ସରକାରରେ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଓଡ଼ିଶାର ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ୱିନ ବୈଷ୍ଣବ। ପୂର୍ବରୁ ମଧ୍ୟ ଏହି ୩ ଜଣ ବିଭିନ୍ନ ସମୟରେ ମୋଦି ସରକାରରେ ମନ୍ତ୍ରୀ ଭାବେ କାମ କରି ସାରିଛନ୍ତି।

ଜୁଏଲ ଓରାମ ମୋଦି ସରକାରର ପ୍ରଥମ ପାଳିରେ ଆଦିବାସୀ ବ୍ୟାପାର ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ୨୦୧୯ରେ ତାଙ୍କୁ ମନ୍ତ୍ରୀ ପଦ ମିଳି ନଥିଲା। ଏଥର ସେ ଓଡ଼ିଶାର ସୁନ୍ଦରଗଡ଼ ଲୋକସଭା ଆସନରୁ ହ୍ୟାଟ୍ରିକ ବିଜୟ ହାସଲ କରିଛନ୍ତି। ତେଣୁ ମୋଦି ୩.୦ ସରକାରରେ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

Also Read

ଓଡ଼ିଶାର ସମ୍ବଲପୁର ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିବା ଧର୍ମେନ୍ଦ୍ର ପ୍ରଧାନ କ୍ରମାଗତ ତୃତୀୟ ଥର ପାଇଁ ମୋଦି ସରକାରରେ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

୨୦୧୪ରେ ସେ ପେଟ୍ରୋଲିୟମ ମନ୍ତ୍ରୀ ହୋଇଥିଲେ। ୨୦୧୯ରେ ତାଙ୍କୁ ଶିକ୍ଷା ମନ୍ତ୍ରଣାଳୟ ମିଳିଥିଲା। ୨୦୧୪ରେ ସେ ବିହାର ଓ ୨୦୧୯ରେ ମଧ୍ୟପ୍ରଦେଶରୁ ରାଜ୍ୟସଭାକୁ ଯାଇଥିଲେ। କିନ୍ତୁ ଏଥର ସେ ଓଡ଼ିଶାର ସମ୍ବଲପୁରରୁ ଲୋକସଭା ନିର୍ବାଚନ ଜିତି ସଂସଦକୁ ଯାଇଛନ୍ତି।

ସେହିପରି ଅଶ୍ୱିନୀ ବୈଷ୍ଣବ ୨୦୧୯ରେ ମୋଦି ୨.୦ ସରକାରରେ ରେଳ ସହ ଆଇଟି ବିଭାଗ ସମ୍ଭାଳିଥିଲେ। ଓଡ଼ିଶାରୁ ରାଜ୍ୟସଭାକୁ ଯାଇଥିବା ଅଶ୍ୱିନୀ ବୈଷ୍ଣବ ଏଥର ମଧ୍ୟ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story