ଫାଇଭ-ଟିକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ କାଠଗଡ଼ାକୁ ଟାଣିଲେ ବିଜେପିର ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ। ୱେବସାଇଟରେ ଫାଇଭ-ଟି ତଥ୍ୟ ଉଭାନକୁ ନେଇ ବର୍ଷିଛନ୍ତି ପ୍ରଦୀପ ପାଣିଗ୍ରାହୀ।
Also Read
ଫାଇଭ-ଟି ଭ୍ରଷ୍ଟାଚାରର ସର୍ବାଧିକ ସ୍ଥାନ ନେଇଛି ବୋଲି ପ୍ରଦୀପ ପାଣିଗ୍ରାହୀ କହିଛନ୍ତି। ଏହା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଠକେଇ କରାଯାଇଛି ବୋଲି ସେ କହିଛନ୍ତି। ସେପଟେ ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ସିଦ୍ଧାନ୍ତ ମହାପାତ୍ର କହିଛନ୍ତି ଯେ, କ୍ରୀତଦାସ ପ୍ରଥା ପ୍ରଚଳନ ଯୋଗୁଁ ଦଳ ଛାଡ଼ିଲି। ଯଦି କ୍ରୀତଦାସ ଭଳି ବିଚାରଧାରା ସହ ସହମତ ତେବେ ଅଭିନେତା ଅଭିନେତ୍ରୀ ବିଜେଡି ପାଇଁ ପ୍ରଚାର କରନ୍ତୁ ବୋଲି ସିଦ୍ଧାନ୍ତ ମହାପାତ୍ର କହିଛନ୍ତି। ଏହି ପ୍ରସଙ୍ଗରେ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।
Politics
ସୋରେନ ପରିବାରର ୩ ଜଣ ଜିତିଲେ, କିନ୍ତୁ ବିଜେପିରୁ ଲଢ଼ୁଥିବା ବଡ଼ ଭାଉଜ ହାରିଲେ
ଜେଏମଏମରୁ ବାହାରି ବିଜେପି ଟିକେଟରେ ଲଢ଼ୁଥିବା ହେମନ୍ତଙ୍କ ବଡ଼ ଭାଉଜ ଗୀତା ସୋରେନ ପରିବାରର ଏକମାତ୍ର ସଦସ୍ୟ ଭାବେ ପରାସ୍ତ ହୋଇଛନ୍ତି।