୫-ଟି ୭-ଡି ହୋଇଗଲାଣି। ଗୋଟିଏ ହେଲା ଦାଦନ। ଲକ୍ଷ ଲକ୍ଷ ଲୋକେ ଗଞ୍ଜାମରୁ ଯାଇ ବାହାରେ ଦାଦନ ଖଟୁଛନ୍ତି। ଦ୍ୱିତୀୟରେ ଦୁର୍ନୀତି। ଚାରିଆଡେ ଦୁର୍ନୀତି ହେଉଛି ବୋଲି କହିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଶୁଣନ୍ତୁ ଏନେଇ ଆଉ କଣ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପାଲେଷ୍ଟାଇନ ଲେଖାଥିବା ବ୍ୟାଗ ଧରି ସଂସଦରେ ପହଞ୍ଚିଲେ ପ୍ରିୟଙ୍କା, ଏମିତି କହିଲା ବିଜେପି
ବିଜେପି ଏହାକୁ ତୁଷ୍ଟୀକରଣ ପାଇଁ ଉଦ୍ୟମ ବୋଲି କହି ତାଚ୍ଛଲ୍ୟ କରିଥିବା ବେଳେ ଏହାର ଜବାବ ପ୍ରିୟଙ୍କା ଗାନ୍ଧି ଦେଇଛନ୍ତି।
Politics
ଡିସେମ୍ବରରେ ମିଳିବ ନାହିଁ ସୁଭଦ୍ରା ଟଙ୍କା; ଯାଞ୍ଚ ପରେ ପାଇବେ ହିତାଧିକାରୀ
୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ୪ର୍ଥ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିବ।
Politics
ଇଭିଏମ୍ ପ୍ରସଙ୍ଗରେ କଂଗ୍ରେସର ସାଥ ଦେଲେନି ଓମାର ଅବଦୁଲ୍ଲା
ଆଶା ଅନୁଯାୟୀ ଫଳାଫଳ ନମିଳିଲେ ଇଭିଏମ୍ ଉପରେ ପ୍ରଶ୍ନ ଉଠାଇବା ଭୁଲ୍ ବୋଲି କହିଲେ ଓମାର ଅବଦୁଲ୍ଲା। କଂଗ୍ରେସକୁ କଲେ ସମାଲୋଚନା।
Politics
ମହାରାଷ୍ଟ୍ରରେ ଛିଡ଼ିଲା ଅଙ୍କ; ମନ୍ତ୍ରୀ ଭାବେ ଶପଥ ନେଲେ ୩୯ ବିଧାୟକ
ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନାଗପୁରରେ ମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ। ଏହି ମନ୍ତ୍ରୀ ପରିଷଦର କାର୍ଯ୍ୟକାଳ ମାତ୍ର ଅଢ଼େଇ ବର୍ଷ ହେବ ବୋଲି ମିଳିଛି ସୂଚନା।
Politics
‘ଆଉ କେହି ନବୀନ ବାବୁଙ୍କୁ ଛାଡ଼ିବେନି’
‘ବିଜେପିର ରାଜ୍ୟସଭାରେ ସଂଖ୍ୟା ନାହିଁ। ତେଣୁ ସେମାନେ ଏଭଳି କାମ କରୁଛନ୍ତି।’