Advertisment

'ଚନ୍ଦ୍ରଯାନ ପାଇଁ ଯେତିିକି ଖର୍ଚ୍ଚ, ପାଣ୍ଡିଆନଙ୍କ ଗସ୍ତରେ ସେତିକି ଖର୍ଚ୍ଚ'

ବିଭିନ୍ନ ଜିଲ୍ଲାକୁ 5-T ସଚିବଙ୍କ ଗସ୍ତ କାର୍ଯ୍ୟକ୍ରମର ଖର୍ଚ୍ଚକୁ ଚନ୍ଦ୍ରୟାନ-୩ ମିଶନ ଖର୍ଚ୍ଚ ସହ ତୁଳନା କରିଛନ୍ତି। ଇସ୍ରୋ ଚନ୍ଦ୍ରୟାନ-୩ ମିଶନ ପାଇଁ ୬ ଶହ କୋଟି ଖର୍ଚ୍ଚ କରିଥିବା ବେଳେ ଆମ 5-T ସଚିବ ୩୦ଟି ଜିଲ୍ଲାର ଓଡ଼ିଶା ଭ୍ରମଣରେ ପାଖାପାଖି ସେତିକି ଖର୍ଚ୍ଚ କରିଥିବେ ବୋଲି ଅଭିଯୋଗ ହେଉଛି ବୋଲି ସେ ଉଲ୍ଲେଖ କରିଛନ୍ତି।

Advertisment

ବରିଷ୍ଠ ବିଜେଡି ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ସମ୍ପାଦକୀୟ ଲେଖାକୁ ନେଇ ରାଜ୍ୟ ରାଜନୀତିରେ ଝଡ଼। ଏହି ଲେଖାର ଶୀର୍ଷକ ରହିଛି “ଆତ୍ମବିଭୋର ପ୍ରଶାସକ ଓ ଅସହାୟ ରାଜନେତା”। ଏଥର ସିଧା ଫାଇଭ-ଟି ସଚିବ, ଏପରିକି ନିଜ ଦଳର ସରକାରକୁ ଟାର୍ଗେଟ କରିଛନ୍ତି ସୌମ୍ୟ ପଟ୍ଟନାୟକ। ବିଭିନ୍ନ ପ୍ରସଙ୍ଗ ଉଠାଇ ଆଇନା ଦେଖାଇବାକୁ ଚେଷ୍ଟା କରିଛନ୍ତି ବିଜେଡିର ଏହି ବରିଷ୍ଠ ନେତା। ବିଭିନ୍ନ ଜିଲ୍ଲାକୁ 5-T ସଚିବଙ୍କ ଗସ୍ତ କାର୍ଯ୍ୟକ୍ରମର ଖର୍ଚ୍ଚକୁ ଚନ୍ଦ୍ରୟାନ-୩ ମିଶନ ଖର୍ଚ୍ଚ ସହ ତୁଳନା କରିଛନ୍ତି। ଇସ୍ରୋ ଚନ୍ଦ୍ରୟାନ-୩ ମିଶନ ପାଇଁ ୬ ଶହ କୋଟି ଖର୍ଚ୍ଚ କରିଥିବା ବେଳେ ଆମ 5-T ସଚିବ ୩୦ଟି ଜିଲ୍ଲାର ଓଡ଼ିଶା ଭ୍ରମଣରେ ପାଖାପାଖି ସେତିକି ଖର୍ଚ୍ଚ କରିଥିବେ ବୋଲି ଅଭିଯୋଗ ହେଉଛି ବୋଲି ସେ ଉଲ୍ଲେଖ କରିଛନ୍ତି।

Advertisment
Odisha Soumya Ranjan Patnaik Vk Pandian
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe