Advertisment

ମଞ୍ଚରୁ ମୁଖ୍ୟମନ୍ତ୍ରୀଙ୍କୁ ଭିଡିଓ କଲ

ଭିଡିଓ କଲ ମାଧ୍ୟମରେ ଲୋକଙ୍କ ସମସ୍ୟା ସମାଧାନ ! ଭିଡିଓ କଲ ମାଧ୍ୟମରେ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆମ ହସପିଟାଲରେ ସାମିଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ।

Advertisment

ଆଜି ଅନୁଗୁଳ ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ । ମଞ୍ଚ ଉପରୁ ମୁଖ୍ୟମନ୍ତ୍ରୀଙ୍କୁ ଭିଡିଓ କଲ କଲେ ଫାଇବ୍-ଟି ସଚିବ ଭି.କେ ପାଣ୍ଡିଆନ୍ । ଏଭଳି ଏକ ରୋଚକ ଚିତ୍ର ଦେଖିବାକୁ ମିଳିଛି । ଭିଡିଓ କଲ ଜରିଆରେ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆମ ହସପିଟାଲରେ ସାମିଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ।

Advertisment
Odisha Vk Pandian
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe