ସଂସଦ ଭବନ ପରିସରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା । ଗତକାଲିର ଘଟଣା ପରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା । ସଂସଦରେ ପ୍ରବେଶ ପୂର୍ବରୁ ସୁରକ୍ଷାକର୍ମୀଙ୍କ ଦ୍ବାରା କଡ଼ା ଯାଞ୍ଚ । କେବଳ ମକର ଦ୍ୱାର ଦେଇ ସାଂସଦଙ୍କୁ ପ୍ରବେଶ ଅନୁମତି । ସଂସଦ ଭବନକୁ ଆସୁଥିବା ସମସ୍ତଙ୍କୁ କଡ଼ା ଚେକିଂ। ଗତକାଲି ହଠାତ୍ ସଂସଦ ଭବନକୁ ପଶି ଦୁଇ ଯୁବକ ଗ୍ୟାସ୍ ସ୍ପ୍ରେ କରିଥିଲେ। ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇଛି ଲୋକସଭା ସେକ୍ରେଟାରିଏଟ। ଦାୟିତ୍ୱରେ ଅବହେଳା ଦର୍ଶାଇ ଆଠ ଜଣ ସୁରକ୍ଷା କର୍ମୀଙ୍କୁ ନିଲମ୍ବନ କରାଯାଇଛି। ସେହିଭଳି ସୁରକ୍ଷା ଦାୟିତ୍ୱରେ ଥିବା ୮ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଥିବା ସୂଚନା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
‘ବାହାନା ନୁହେଁ, ପରିବର୍ତ୍ତନ ଦରକାର’ ଗୀତ ରିଲିଜ କଲା ବିଜେପି
ଗୀତ ଜରିଆରେ ଆପ ନେତୃତ୍ୱାଧୀନ ଦିଲ୍ଲୀ ସରକାରଙ୍କୁ ବିଜେପି ଟାର୍ଗେଟ କରିଛି। ଆପ୍ ସରକାର ସମୟରେ ଦିଲ୍ଲୀରେ ହୋଇଥିବା ସମସ୍ୟାକୁ ଗୀତ ଜରିଆରେ ବିଜେପି ଦେଖାଇବାକୁ ଚେଷ୍ଟା କରିଛି।
Politics
ଅମିତ ଶାହଙ୍କୁ 'ନିର୍ବାଚନୀ ମୁସଲମାନ' କହି ଫଟୋ ପୋଷ୍ଟ କଲା ଆପ୍
ଦିଲ୍ଲୀ ନିର୍ବାଚନ ପୂର୍ବରୁ ଆପ୍ ଓ ବିଜେପି ମଧ୍ୟରେ ପୋଷ୍ଟର ୱାର୍ ଜାରି ରହିଛି। କିଛିଦିନ ତଳେ କେଜ୍ରିୱାଲଙ୍କୁ ନିର୍ବାଚନୀ ହିନ୍ଦୁ ବୋଲି କଟାକ୍ଷ କରି ଏକ ପୋଷ୍ଟର ଜାରି କରିଥିଲା ବିଜେପି। ଆଜି ଶାହଙ୍କୁ ନିର୍ବାଚନୀ ମୁସଲମାନ କହି ଫଟୋ ପୋଷ୍ଟ କରିଛି ଆପ୍।
Politics
ଅର୍ଥକୁ ଅନର୍ଥ କରି ମୋହନ ମାଝୀଙ୍କୁ କରାଯାଇଛି ଟ୍ରୋଲ
ଜାଣିଶୁଣି ସୋଶାଲ ମିଡିଆରେ ମୋହନଙ୍କୁ କରାଯାଉଛି ଟ୍ରୋଲ୍!
Politics
ଫେବୃଆରୀ ୫ରେ ଦିଲ୍ଲୀ ଭୋଟ୍
ଆସନ୍ତା ଫେବୃଆରୀ ୫ ତାରିଖରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ସମସ୍ତ ୭୦ଟି ଯାକ ଆସନରେ ଗୋଟିଏ ପର୍ଯ୍ୟାୟରେ ରାଜଧାନୀବାସୀ ଭୋଟ କରିବେ।
Politics
ବିଜେଡିର କଲାକର୍ମ ପାଇଁ ଓଡ଼ିଶାରେ ବଢ଼ିଛି ଦରଦାମ, ଅସ୍ତିତ୍ୱ ସଙ୍କଟ ଯୋଗୁ ଏଭଳି ପ୍ରଳାପ: ବିଜେପି
ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର କହିଛନ୍ତି ଯେ, ଦଳକୁ ବଂଚାଇବା ପାଇଁ ଓ ଚର୍ଚ୍ଚାରେ ରହିବା ନିମନ୍ତେ ବିଜେଡି ଏବେ ରାସ୍ତାକୁ ଓହ୍ଲାଇଛି ।