Advertisment

ଓଡ଼ିଶାରେ କୌଣସି ତାମିଲ ଲୋକ ଶାସନ କରିପାରିବେନି: ଅମିତ ଶାହ

ଓଡ଼ିଶାରେ କୌଣସି ତାମିଲ ଲୋକ ଶାସନ କରିପାରିବେନି। ଓଡ଼ିଶାର ଶାସନ ଓଡ଼ିଶାର ସନ୍ତାନ ହିଁ କରିବେ ବୋଲି ସମ୍ବଲପୁର ସଭାରେ ଦୃଢ଼ୋକ୍ତିର ସହ କହିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ।

ଅଦ୍ୟତନ ହୋଇଛି
Advertisment

ସମ୍ବଲପୁର ସଭାରେ ପୁଣି ବିଜେଡି ଉପରେ ବର୍ଷିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଓଡ଼ିଶାରେ କୌଣସି ତାମିଲ ଲୋକ ଶାସନ କରିପାରିବେନି। ଓଡ଼ିଶାର ଶାସନ ଓଡ଼ିଶାର ସନ୍ତାନ ହିଁ କରିବେ। ଉତ୍କଳ ଭୂମିର ଶାସନ ଜଗନ୍ନାଥ ପରମ୍ପରାକୁ ଆଗକୁ ନେଉଥିବା ବ୍ୟକ୍ତି ହିଁ କରିବ। ଓଡ଼ିଶାର କଳା, ସଂସ୍କୃତିର ସୁରକ୍ଷା ପାଇଁ ବିଜେପି ସରକାର ହେବା ଦରକାର ବୋଲି କହିଛନ୍ତି ଶ୍ରୀ ଶାହ ।

Advertisment
Bjp Sambalpur Odisha Amit Shah
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe