ରଥଯାତ୍ରାକୁ ଆଉ ମାତ୍ର ୧୦ଦିନ ବାକି ଥିବାବେଳେ ରାଜ୍ୟ ସରକାର ପୁରୀ ପୌର ପରିଷଦରେ ନୂଆ କାର୍ଯ୍ୟନିର୍ବାହୀ ଅଧିକାରୀ(ଏକଜ୍ୟୁଟିଭ ଅଫିସର)ଙ୍କୁ ନିଯୁକ୍ତି ଦେଇଛନ୍ତି । ବରିଷ୍ଠ ଓଏଏସ୍ ଅଭିମନ୍ୟୁ ବେହେରାଙ୍କୁ ପୁରୀ ପୌର ପରିଷଦର ନୂଆ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅବସ୍ଥାପିତ ହୋଇଛନ୍ତି।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଜଗତସିଂହପୁର ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ବରିଷ୍ଠ ଓଏଏସ୍ ଅଭିମନ୍ୟୁ ବେହେରାଙ୍କୁ ପୁରୀ ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି କରାଯାଇଛି । ରଥଯାତ୍ରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ବଦଳି କରିଥିବା କୁହାଯାଉଛି।
Also Read
ସୂଚନାଯୋଗ୍ୟ, ବରିଷ୍ଠ ଓଏଏସ୍ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦାଙ୍କୁ ରାଜ୍ୟ ସରକାର ଗତ ମାର୍ଚ୍ଚ ୧୪ତାରିଖରେ ପୁରୀ ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତି ଦେଇଥିଲେ । ମାତ୍ର ଅଢ଼େଇ ମାସରେ ତାଙ୍କ ସ୍ଥାନରେ ଶ୍ରୀ ବେହେରାଙ୍କୁ ନିଯୁକ୍ତି ମିଳିଥିବା ଜଣାପଡ଼ିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଦିଲ୍ଲୀ ସରକାରଙ୍କ ଯୋଜନାର ତଦନ୍ତ ନିର୍ଦ୍ଦେଶ, ସମାଲୋଚନା କଲେ କେଜ୍ରିୱାଲ
ଦିଲ୍ଲୀ ଭୋଟରଙ୍କୁ ପ୍ରଭାବିତ କରିବାକୁ ପଞ୍ଜାବ ସରକାର ଟଙ୍କା ପଠାଉଥିବା ଅଭିଯୋଗ ଆଣିଲା କଂଗ୍ରେସ। 'ମହିଳା ସମ୍ମାନ ଯୋଜନା'ର ତଦନ୍ତ ନିର୍ଦ୍ଦେଶ ଦେଲେ ଉପରାଜ୍ୟପାଳ।
National
ମନମୋହନଙ୍କ ଶେଷକୃତ୍ୟ ଓ ସ୍ମାରକ ପାଇଁ ଉପଯୁକ୍ତ ସ୍ଥାନ ମାଗିଲା କଂଗ୍ରେସ
ଦିଲ୍ଲୀ କଂଗ୍ରେସ ମୁଖ୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳୀ। ସ୍ମାରକ ହେଲାଭଳି ସ୍ଥାନରେ ଶେଷକୃତ୍ୟ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ।
Politics
ନବୀନ ଓ ପାଣ୍ଡିଆନଙ୍କ ଅଡ଼ୁଆ ବଢ଼ାଇବ କି ପ୍ରକାଶ ମିଶ୍ରଙ୍କ ପୁସ୍ତକ
ଆସନ୍ତା ଜାନୁୟାରୀ ୧୧ରେ ନୂଆଦିଲ୍ଲୀରେ ଓ ତା’ପୂର୍ବରୁ ଜାନୁୟାରୀ ୭ କିମ୍ବା ୯ତାରିଖରେ ଭୁବନେଶ୍ୱରରେ ଉନ୍ମୋଚିତ ହେବ ପ୍ରକାଶ ମିଶ୍ରଙ୍କ ଲିଖିତ ପୁସ୍ତକ “କମେଡ଼ି ଇନ୍ ଖାକି: ଦ ହ୍ୟୁମରସ୍ ମେମୋରିଜ୍ ଅଫ ଏ ପୁଲିସମ୍ୟାନ୍” ।
Politics
ଅମିତ ଶାହଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ ବାତିଲ
କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ଆସନ୍ତାକାଲି ଅର୍ଥାତ୍ ଶନିବାର ରାତି ୧୦ଟାରେ ଭୁବନେଶ୍ୱରରେ ପହଂଚିଥାନ୍ତୋ ।
Politics
ନିଜକୁ ଚାବୁକରେ ମାରିଲେ ଆନ୍ନାମଲାଇ, ଦେଖନ୍ତୁ ଭିଡିଓ
ଆନ୍ନା ୟୁନିଭର୍ସିଟି କ୍ୟାମ୍ପସରେ ଦୁଷ୍କର୍ମର ଶିକାର ହୋଇଥିବା ପୀଡ଼ିତାଙ୍କ ପାଇଁ ନ୍ୟାୟ ଦାବି କଲେ। ୪୮ ଦିନ ଉପବାସରେ ରହିବେ ଓ ଚପଲ ନପିନ୍ଧିବାକୁ କରିଛନ୍ତି ଘୋଷଣା।