ଆଇପିଏସ୍ ବଦଳି: ଦୟାଲ ଗଙ୍ଗୱାର ଅତିରିକ୍ତ ଡିଜିପି ମଡର୍ଣ୍ଣାଇଜେସନ

ରାଜ୍ୟ ସରକାର ଆଜି ଆଇପିଏସ୍ ଅଫିସରସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି

DGP OFFICE

ଡିଜିପି କାଯ୍ୟାଳୟ

Ordigital Desk
  • Published: Wednesday, 31 January 2024
  • Updated: 31 January 2024, 09:04 PM IST

Sports

Latest News

ରାଜ୍ୟ ସରକାର ଆଜି ଆଇପିଏସ୍ ଅଫିସରସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି । ରେଳବାଇ ଓ ଉପକୂଳ ସୁରକ୍ଷାର ଅତିରିକ୍ତ ଡିଜି ୧୯୯୮ ବ୍ୟାଚ୍ ଆଇପିଏସ୍ ଅଫିସର ଦୟାଲ ଗଙ୍ଗୱାରଙ୍କୁ ପୁଲିସ ଆଧୁନିକୀକରଣ(ମଡର୍ଣ୍ଣାଇଜେସନ)ର ଅତିରିକ୍ତ ଡିଜି ଭାବେ ବଦଳି କରାଯାଇଛି ।

ଆଜି ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୮ ବ୍ୟାଚ୍ ଆଇପିଏସ୍ ରାଜେଶ କୁମାରଙ୍କୁ ରେଳବାଇ ଓ ଉପକୂଳ ସୁରକ୍ଷା ଅତିରିକ୍ତ ଡିଜି ଭାବେ ବଦଳି ହୋଇଛି । ସେ ଅତିରିକ୍ତ ଭାବେ ଭୁବନେଶ୍ୱରସ୍ଥିତ ରାଜ୍ୟ ଫୋରେନ୍ସିକ ସାଇନ୍ସ ଲ୍ୟାବ୍ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇବେ । ରାଜେଶ କୁମାର ଏବେ ଏଡିଜି ମଡ଼ର୍ଣ୍ଣାଇଜେସନ ଭାବେ କାର୍ଯ୍ୟ କରୁଛନ୍ତି ।

Also Read

ସେହିପରି୨୦୦୭ ବ୍ୟାଚ୍ ଆଇପିଏସ୍ ଅବିନାଶ କୁମାରଙ୍କୁ ଭୁବନେଶ୍ୱର-କଟକର ଅତିରିକ୍ତ ପୁଲିସ କମିଶନର ଭାବେ ବଦଳି ହୋଇଛି । ସେ ଏବେ ଷ୍ଟେଟ ଆମର୍ଡ ପୁଲିସର ଡିଆଇଜି ଭାବେ କାର୍ଯ୍ୟ କରୁଛନ୍ତି ।

୨୦୦୯ ବ୍ୟାଚ୍ ଆଇପିଏସ୍ ବ୍ରିଜେଶ କୁମାରଙ୍କୁ ସିକ୍ୟୁରିଟି ୱିଙ୍ଗରେ ଇଣ୍ଟେଲିଜେନ୍ସ ଡିଆଇଜି ଭାବେ ବଦଳି ହୋଇଛି । ସେ ଏବେ ଭୁବନେଶ୍ୱର-କଟକର ଅତିରିକ୍ତ ପୁଲିସ କମିଶନର ଭାବେ କାର୍ଯ୍ୟ କରୁଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story