କିଛି ଦିନର ବ୍ୟବଧାନ ପରେ ମୁହଁ ଖୋଲିଲେ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ଜଗତସିଂହପୁର ଏରସମା ଶିଆଳି ବାଲିଯାତ୍ରାରେ ସୌମ୍ୟଙ୍କ ମନ୍ତବ୍ୟ। କହିଲେ, ମୁଁ ସତକଥା କହେ ବୋଲି ଆମ ସରକାର ମୋ ଉପରେ ସନ୍ତୁଷ୍ଟ ନୁହଁନ୍ତି। ସତକଥା ଟି ହେଲା, ଯୁବକ ମାନଙ୍କ ମଧ୍ୟରେ ନେତୃତ୍ୱର ବିକାଶ ପାଇଁ ସୁଯୋଗ ଦିଆନଯିବ। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଆଦାନୀ ଗ୍ରୁପ୍ ଦାନକୁ ବି ନା; ୧୦୦ କୋଟି ଟଙ୍କା ଫେରାଇବେ ତେଲାଙ୍ଗାନା ସରକାର
ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ତେଲାଙ୍ଗାନାକୁ ୧୦୦କୋଟି ଟଙ୍କା ଦାନ କରିଥିଲେ।
Politics
ସଞ୍ଜୟ ରାଉତଙ୍କ ବିସ୍ଫୋରକ ବୟାନ, ପରାଜୟ ପାଇଁ ପୂର୍ବତନ CJI ଦାୟୀ
ମହାରାଷ୍ଟ୍ରରେ ପରାଜୟ ପାଇଁ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କୁ ଦାୟୀ କରିଛନ୍ତି ସଞ୍ଜୟ ରାଉତ।
Politics
କାଲିଠୁ ବିଧାନସଭା, ଆଜି ବସିବ ସର୍ବଦଳୀୟ ବୈଠକ
ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକରେ ସବୁ ଦଳର ସହଯୋଗ ଲୋଡ଼ିବେ।
Politics
ରାସ୍ତା ମରାମତି କାମକୁ ନେଇ ତାତିଲେ ନଗର ଉନ୍ନୟନ ମନ୍ତ୍ରୀ
ମୟୂରଭଞ୍ଜ ଜିଲ୍ଲା ଏନଏଚ୍-୪୯ ବାଙ୍ଗିରିପୋଷି ଘାଟିରେ ରାସ୍ତା ମରାମତି କାର୍ଯ୍ୟର ଅଗ୍ରଗତି ହେଉନାହିଁ। PDଙ୍କୁ ଗିରଫ କରି ଜେଲ୍ ପଠାଇବାକୁ କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।