Advertisment

ମୁହଁ ଖୋଲିଲେ ସୌମ୍ୟ ପଟ୍ଟନାୟକ

କିଛି ଦିନର ବ୍ୟବଧାନ ପରେ ମୁହଁ ଖୋଲିଲେ ସୌମ୍ୟରଞ୍ଜନ ପଟ୍ଟନାୟକ।

ଅଦ୍ୟତନ ହୋଇଛି
Advertisment

କିଛି ଦିନର ବ୍ୟବଧାନ ପରେ ମୁହଁ ଖୋଲିଲେ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ଜଗତସିଂହପୁର ଏରସମା ଶିଆଳି ବାଲିଯାତ୍ରାରେ ସୌମ୍ୟଙ୍କ ମନ୍ତବ୍ୟ। କହିଲେ, ମୁଁ ସତକଥା କହେ ବୋଲି ଆମ ସରକାର ମୋ ଉପରେ ସନ୍ତୁଷ୍ଟ ନୁହଁନ୍ତି। ସତକଥା ଟି ହେଲା, ଯୁବକ ମାନଙ୍କ ମଧ୍ୟରେ ନେତୃତ୍ୱର ବିକାଶ ପାଇଁ ସୁଯୋଗ ଦିଆନଯିବ। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ।  

Advertisment
Soumya Ranjan Patnaik Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe