ହଠାତ୍ କାହିଁକି ଏବେ ସସପେଣ୍ଡ ପାଇଁ ମନେ ପଡିଲା। ଓ୍ୱାର୍ଣ୍ଣିଂ ନଦେଇ କାର୍ଯ୍ୟାନୁଷ୍ଠାନ କେତେ ଠିକ ? ଦଳ ପାଇଁ ଏହା ଲାଭ ହେବ ତ ? କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍ ଓ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ କଂଗ୍ରେସରୁ ସସପେଣ୍ଡ କରାଯାଇଛି । ସସପେଣ୍ଡ କରି ଶୃଂଖଳା ରକ୍ଷା ବାର୍ତ୍ତା ଦେଲା କି ଦଳ । ଆଲୋଚନା ମାଧ୍ୟମରେ କଣ ସମାଧାନ ହୋଇ ପାରିନଥାଆନ୍ତା ? ଜାତୀୟ ସ୍ତରରେ ଦଳ ଏକଜୁଟ ହେଉଛି, ରାଜ୍ୟରେ ଛିଣ୍ଡୁଛି !
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଶ୍ନ କରିଥିଲେ ଉଦ୍ଧବ ଠାକରେ, ଯାଞ୍ଚ ହେଲା ଅମିତ ଶାହଙ୍କ ହେଲିକପ୍ଟର
ଯାଞ୍ଚ ବେଳର ଭିଡିଓକୁ ଅମିତ ଶାହ ନିଜେ ଏକ୍ସରେ ପୋଷ୍ଟ କରିଛନ୍ତି। ଏଥିରେ ଅଧିକାରୀମାନେ କେମିତି ଶାହଙ୍କ ହେଲିକପ୍ଟରରେ ଥିବା ବ୍ୟାଗଗୁଡ଼ିକୁ ଯାଞ୍ଚ କରୁଛନ୍ତି, ତା’ର ଦୃଶ୍ୟ ରହିଛି।
Politics
ନ୍ୟୁଜିଲ୍ୟାଣ୍ଡ ସଂସଦରେ ହଙ୍ଗାମା; ବିଲ୍ ଚିରି ଫିଙ୍ଗିଦେଇ ନାଚିଲେ ସାଂସଦ
ପୁଣି ଥରେ ସଂସଦରେ ଦେଶର ସର୍ବ କନିଷ୍ଠ ସାଂସଦ ହାନା-ରାୱହିତି ଗୃହରେ ପାରମ୍ପରିକ ନୃତ୍ୟ ପ୍ରଦର୍ଶନ କରିଛନ୍ତି।
National
ଦିଲ୍ଲୀ ମେୟର ନିର୍ବାଚନରେ ବିଜେପିକୁ ଝଟକା, ବାଜି ମାରିନେଲା ଆପ୍
ଦିଲ୍ଲୀ ମେୟର ନିର୍ବାଚନରେ ଆପ୍ ପ୍ରାର୍ଥୀ ମହେଶ କୁମାର ଖିଞ୍ଚି ବିଜୟୀ। ୧୦ ଆପ୍ କାଉନସିଲରଙ୍କ କ୍ରସ୍ ଭୋଟିଂ ସତ୍ତ୍ୱେ ବିଜେପିକୁ ଝଟକା।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’