ବିଜେପିରେ ମିଶିଲେ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ମାମୁ ଅଜୟ ନାୟକ। ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତା ତଥା ବିଜେଡ଼ି ରାଜ୍ୟ ସମ୍ପାଦକ ଥିଲେ ଅଜୟ ନାୟକ। ବ୍ୟୋମକେଶଙ୍କ ଟିକେଟକୁ ବିରୋଧ କରୁଥିବା ଅଜୟ ଆଜି ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ଯୋଗ ଦେଇଛନ୍ତି।
ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପୂର୍ବତନ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗଦେଇଛନ୍ତି।
Also Read
ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ଭଦ୍ରକ ବିଜେପି ଲୋକସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀ, ଧାମନଗର ବିଧାନସଭା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୁରଜ, ବିରଞ୍ଚି ତ୍ରିପାଠୀ ଓ ବିଜେପି ରାଜ୍ୟ ସମ୍ପାଦକ ସରୋଜ କର ପ୍ରମୁଖ ଉପସ୍ଥିତ ଥିଲେ। ଅଜୟ ବିଜେପିରେ ଯୋଗ ଦେବା ପରେ ବିଜେଡିରେ ଉପରେ ବର୍ଷିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। କରାୱାଲ ନଗରରୁ କପିଲ ମିଶ୍ରା, କୋଣ୍ଡଲିରୁ ଲଢ଼ିବେ ପ୍ରିୟଙ୍କା ଗୌତମ।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।