ବିଜେପି-ବିଜେଡି ମେଣ୍ଟ ହେବ କି? ଏହା କେବଳ ଏକ ଚର୍ଚ୍ଚା ନା ଏଥିରେ କିଛି ସତ୍ୟତା ରହିଛି, ତା’କୁ ନେଇ ରାଜନୀତିକ ସମୀକ୍ଷକମାନେ ମତ ଦେବାରେ ଲାଗିଛନ୍ତି। ଏସବୁ ଭିତରେ ଗତକାଲି ପୁଣିଥରେ ଦିଲ୍ଲୀ ଯାଇଛନ୍ତି ରାଜ୍ୟ ବିଜେପି ମୁଖ୍ୟ ମନମୋହନ ସାମିଲଙ୍କ ସମେତ ରାଜ୍ୟ ସଂଗଠନ ସମ୍ପାଦକ ମାନସ ମହାନ୍ତି। ଏମାନଙ୍କ ସହ ରାଜ୍ୟ ବିଜେପିର ସହ ପ୍ରଭାରୀ ଲତା ଉସେଣ୍ଡି ଓ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ ତୋମାର ମଧ୍ୟ ଦିଲ୍ଲୀ ଗସ୍ତ କରିଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।