Advertisment

ଖୋଲିବ 'ଆମ ଓଡ଼ିଶା ନବୀନ ଓଡ଼ିଶା'ର ଦୁର୍ନୀତି ପେଡି

'ଆମ ଓଡ଼ିଶା ନବୀନ ଓଡ଼ିଶା'ରେ ମିଳିଥିବା ଅନୁଦାନର ଖୋଳତାଡ଼ ହେବ। ପଞ୍ଚାୟତକୁ ମିଳିଥିବା ୫୦ ଲକ୍ଷ ଅନୁଦାନର ଖୋଳତାଡ଼ କରିବେ ମୋହନ ସରକାର। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ।

author-image
Manoj Swain

'ଆମ ଓଡ଼ିଶା ନବୀନ ଓଡ଼ିଶା'ରେ ମିଳିଥିବା ଅନୁଦାନର ଖୋଳତାଡ଼ ହେବ। ପଞ୍ଚାୟତକୁ ମିଳିଥିବା ୫୦ ଲକ୍ଷ ଅନୁଦାନର ଖୋଳତାଡ଼ କରିବେ ମୋହନ ସରକାର। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ସେ କହିଛନ୍ତି, ପ୍ରତି ପଞ୍ଚାୟତକୁ ଦିଆଯାଇଥିବା ୫୦ ଲକ୍ଷ ଟଙ୍କା ବିଷୟରେ ପଞ୍ଚାୟତିରାଜ ବିଭାଗରେ କୌଣସି ତଥ୍ୟ ନାହିଁ। ଏହି ଯୋଜନା ବାବଦରେ ବିଭାଗ ଅବଗତ ନାହିଁ। ଏପରି କୌଣସି ଯୋଜନା ନଥିଲା। ତୃତୀୟ ମହଲା ମନିଟରିଂ କରୁଥିଲା, ବ୍ଲକ ଓ ଡିଆରଡିଏ ଏହାକୁ କାର୍ଯ୍ୟକାରୀ କରୁଥିଲେ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha