ଚମରସୀମାରେ ପହଞ୍ଚିଲା ବିଜେଡି କଳି। ପରାଜୟକୁ ନେଇ ବରିଷ୍ଠଙ୍କଠାରୁ ଆରମ୍ଭ କରି କନିଷ୍ଠ ସମସ୍ତେ ମୁହଁ ଖୋଲୁଛନ୍ତି। ସିଧା ସୁପ୍ରିମୋଙ୍କ ସହ ଶୀର୍ଷ ସ୍ତରର କିଛି ନେତାଙ୍କୁ ଦାୟୀ କରୁଛନ୍ତି। ହେଲେ ସେମାନଙ୍କୁ ସିଧାସଳଖ ଜବାବ ଦେଇପାରୁନି ଦଳ। ବରଂ ମୁଖପାତ୍ରଙ୍କୁ ଲଗାଇ ଦଳ ଛାଡିବାକୁ କହୁଛି। ବରିଷ୍ଠ ନେତା ଅମର ପ୍ରସାଦ ଶତପଥି ବିଜେଡିର ଜଣେ ଆଗଧାଡିର ରାଜନେତା। ୨୪ ନିର୍ବାଚନରେ ତାଙ୍କ ଟିକଟ କାଟିଦିଆଗଲା, ଜାଣିଶୁଣି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଦଳୀୟ ଟିକଟ ମିଳିଲା। ଦେଖନ୍ତୁ ପୂରା ରିପୋର୍ଟ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଦଳିତ ଶିକ୍ଷାର୍ଥୀଙ୍କ ପାଇଁ କେଜ୍ରିୱାଲଙ୍କ ‘ଆମ୍ବେଦକର ବୃତ୍ତି”
ବର୍ତ୍ତମାନ ଦେଶରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରାଜ୍ୟସଭାରେ ଆମ୍ବେଦକରଙ୍କ ପ୍ରସଙ୍ଗରେ ଦେଇଥିବା ବୟାନକୁ ନେଇ ବିବାଦ ଲାଗି ରହିଛି।
Politics
ସଂସଦରେ ଧକ୍କା କାଣ୍ଡ: ରାହୁଲ ଗାନ୍ଧିଙ୍କ କେସ୍ର ତଦନ୍ତ କରିବ କ୍ରାଇମବ୍ରାଞ୍ଚ
ବିଜେପିର ଅଭିଯୋଗକ୍ରମେ ଦିଲ୍ଲୀ ପୁଲିସ୍ ରାହୁଲ ଗାନ୍ଧିଙ୍କ ନାଁରେ ଉଦ୍ଦେଶ୍ୟମୂଳକ ଭାବେ ଗଭୀର ଆଘାତ ଦେବା, ଅନ୍ୟର ଜୀବନ ପ୍ରତି ତଥା ବ୍ୟକ୍ତିଗତ ସୁରକ୍ଷାରେ ବିପଦ ସୃଷ୍ଟି କରିବା, ଅପରାଧିକ କାର୍ଯ୍ୟକଳାପ ଦ୍ଵାରା ଅନ୍ୟକୁ ଭୟଭୀତ କରାଇବା ଭଳି ଗମ୍ଭୀର ଦଫା ଲଗାଇ ମାମଲା କରିଥିଲା।
Politics
ପ୍ରତାପ ଷଡ଼ଙ୍ଗୀଙ୍କୁ ଅଭିନୟ ପାଇଁ ଅସ୍କାର ମିଳିବା ଦରକାର କହିଲେ ଜୟା ବଚ୍ଚନ
ପ୍ରତାପ ଷଡ଼ଙ୍ଗୀଙ୍କ ସହ ମୁକେଶ ରାଜପୁତ ମଧ୍ୟ ଗତକାଲି ସଂସଦରେ ହୋଇଥିବା ଦଙ୍ଗାରେ ଆହତ ହୋଇଥିବା ଅଭିଯୋଗ ହୋଇଛି।
Politics
ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ ‘୧୯୮୪’ ବ୍ୟାଗ ଦେଲେ ବିଜେପି ସାଂସଦ ଅପରାଜିତା
ବିଜେପିର ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ସଂସଦକୁ ୧୯୮୪ ଲେଖାଥିବା ଗୋଟିଏ ବ୍ୟାଗ ଧରି ଆସିଥିଲେ।
Politics
ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ପଶିଲା ଇଡି
ନିରଞ୍ଜନଙ୍କ ନୟାପଲ୍ଲୀ ଘର ସମେତ ୩ଟି ସ୍ଥାନରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିବା ସୂଚନା ରହିଛି।