Advertisment

ବିଜେଡି ଛାଡ଼ିପାରନ୍ତି ଆଉ କିଛି ରାଜ୍ୟସଭା ଏମ୍‌ପି: ଅମର ଶତପଥୀ

ଆଜି ପୁଣି ବଡ଼ ବୟାନ ଦେଲେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଅମର ପ୍ରସାଦ ଶତପଥୀ ।

author-image
Manoj Swain

ଆଜି ପୁଣି ବଡ଼ ବୟାନ ଦେଲେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଅମର ପ୍ରସାଦ ଶତପଥୀ । ସେ କହିଛନ୍ତି, ବିଜେଡି ଛାଡ଼ିପାରନ୍ତି ଆଉ କିଛି ରାଜ୍ୟସଭା ଏମପି । 

Advertisment
Odisha BjD