Advertisment

ବିଜେପିରେ ମିଶିଲେ ଅମରେନ୍ଦ୍ର

ବିଜେପିରେ ମିଶିଲେ ଜଗତସିଂହପୁରର ପୂର୍ବତନ ଜିଲ୍ଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ।

Advertisment

ବିଜେପିରେ ମିଶିଲେ ଜଗତସିଂହପୁରର ପୂର୍ବତନ ଜିଲ୍ଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସେ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ସେ ବିଜେପିରେ ମିଶିବା ପରେ କଣ କହିଛନ୍ତି ଶୁଣନ୍ତୁ।

Advertisment
Odisha Bjp
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe