ଓଡ଼ିଶାରେ କଣ କହିବେ ଶାହ ?

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ୨୫ ତାରିଖରେ ସୋନପୁରରୁ ଓଡ଼ିଶାରେ ନିର୍ବାଚନ ଲଢ଼େଇର ବିଗୁଲ୍‌ ବଜାଇବେ।

Manoj Swain
  • Published: Monday, 22 April 2024
  • Updated: 22 April 2024, 04:00 PM IST

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ୨୫ ତାରିଖରେ ସୋନପୁରରୁ ଓଡ଼ିଶାରେ ନିର୍ବାଚନ ଲଢ଼େଇର ବିଗୁଲ୍‌ ବଜାଇବେ। କିଛି ଦିନ ତଳେ ଦିଲ୍ଲୀରେ ଯେଉଁ କଥା କହିଥିଲେ, ସେହି କଥାକୁ ଓଡ଼ିଶାବାସୀଙ୍କ ଆଗରେ ରଖିବା ପାଇଁ ସେ ଆସୁଛନ୍ତି । ସେଠାରେ ଏକ ବିଶାଳ ଜନ ସଭା ଆୟୋଜନ କରାଯିବ। ସେ ଜନସାଧାରଣଙ୍କୁ ସମ୍ୱୋଧିତ କରିବା ସହ ନିର୍ବାଚନ ରଣନୀତି ସମ୍ପର୍କରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହିତ ଆଲୋଚନା କରିବେ। ଏନେଇ ସୂଚନା ଦେଇଛି ବିଜେପି । ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos