ପୁଣି ଆସିବେ ଶାହ, ୨୮ରେ ସମ୍ବଲପୁର

ଅମିତ ଶାହ ୨୮ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ।

Amit Shah

କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ

Ordigital Desk
  • Published: Saturday, 21 December 2024
  • Updated: 21 December 2024, 08:13 PM IST

Sports

Latest News

ବିଜେପି ରାଷ୍ଟ୍ରୀୟ ନେତୃତ୍ୱଙ୍କ ଫୋକସରେ ଏବେ ଓଡ଼ିଶା । ମାସକ ମଧ୍ୟରେ ପୁଣି ଦ୍ୱିତୀୟଥର ପାଇଁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ତଥା ବିଜେପିର ଚାଣକ୍ୟ ଅମିତ୍ ଶାହ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଶ୍ରୀ ଶାହ ଚଳିତମାସ ୨୮ତାରିଖରେ ଦୁଇଦିନିଆ ଗସ୍ତରେ ଆସି ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ସୂଚନା ଦେଇଛନ୍ତି ।

ସାମ୍ବାଦିକମାନଙ୍କୁ ସୂଚନା ଦେଇ ସମ୍ବଲପୁର ବିଧାୟକ ଶ୍ରୀ ମିଶ୍ର କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ୨୮ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଶ୍ରୀ ଶାହ ୨୮ତାରିଖରେ ସମ୍ବଲପୁରରେ ପହଂଚିବା ପରେ ସିଧାସଳଖ ସମଲେଶ୍ୱରୀ ମନ୍ଦିର ଯାଇ ସେଠାରେ ପୂଜାର୍ଚ୍ଚନା କରିବେ । ତା’ପରେ ଗଙ୍ଗାଧର ମେହେର କଲେଜରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ବୁର୍ଲା ଭୀମସାର ଯିବେ । ସେଠାରେ ଭୀମସାର ସୁପର ସ୍ପେଶାଲିଷ୍ଟ ବିଲଡିଂକୁ ଉଦଘାଟନ କରିବେ । ଅନ୍ୟ କିଛି ସରକାରୀ କାର୍ଯ୍ୟକ୍ରମରେ ମଧ୍ୟ ତାଙ୍କର ଯୋଗଦେବେ ବୋଲି ଶ୍ରୀ ମିଶ୍ର କହିଛନ୍ତି । ଏହି ଗସ୍ତ ସମୟରେ ଶ୍ରୀ ଶାହା ରାଜ୍ୟରେ ଦଳର ବିଧାୟକ,ସାଂସଦ ଓ ବରିଷ୍ଠ କର୍ମକର୍ତ୍ତାଙ୍କ ବୈଠକ ମଧ୍ୟ ଭେଟିବେ ବୋଲି ଜଣାପଡ଼ିଛି।

Also Read

ଉଲ୍ଲେଖଯୋଗ୍ୟ, ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ପାଇଁ ନଭେମ୍ବର ୨୯ରେ ଭୁବନେଶ୍ୱର ଆସି ୩ଦିନ ଓଡ଼ିଶାରେ ରହିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସେହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଓଡ଼ିଶା ଆସି ୩ଦିନ ରହିଥିଲେ ।

ଆସନ୍ତା ଜାନୁୟାରୀ ୮ରୁ ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର ଆସିବାର କାର୍ଯ୍ୟକ୍ରମ ରହିଛି । ପରେ ପୁଣିଥରେ ଜାନୁୟାରୀ ୨୮-୨୯ରେ ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଯୋଗ ଦେବାକୁ ଓଡ଼ିଶା ଆସିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story