ବିଜେପିର ବରିଷ୍ଠ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ତାଙ୍କ ମନର କଥା। ଦଳ ପାଇଁ ତାଙ୍କ ସଂଘର୍ଷର କଥା କହିଛନ୍ତି। ଦଳ ପାଇଁ ସେ ଅନେକ ଘାତ ପ୍ରତିଘାତ ସହିଛନ୍ତି। ହେଲେ କେବେ ବି ଦଳ ଛାଡ଼ି ନାହାନ୍ତି। ଏତେ ସଂଘର୍ଷ ସତ୍ତ୍ୱେ ଦଳ କ୍ଷମତାକୁ ଆସିଥିଲେ ମଧ୍ୟ ତାଙ୍କୁ କୌଣସି ପଦପଦବୀ ଦିଆଯାଇନଥିବା ଯୋଗୁ ମନରେ ତାଙ୍କର ରହିଛି ଅନେକ କ୍ଷୋଭ। ଜୟ ନାରାୟଣ କହିଛନ୍ତି, ତାଙ୍କୁ ଜେଲରେ ବିଷ ଦିଆଯାଇଥିଲା। ସରକାର କେମିତି ଆକ୍ରୋଶମୂଳକ ଭାବେ ତାଙ୍କ ଉପରେ ଗୋଟିଏ ପରେ ଗୋଟିଏ କେସ ଲଦି ଦେଉଥିଲା, ସେ କଥା ବି କହିଛନ୍ତି ଜୟନାରାୟଣ ମିଶ୍ର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଲୋକସେବା ଭବନରେ ଲାଗିଲା ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍
ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସାନିଟାରୀ ଭେଣ୍ଡିଂ ମେସିନକୁ ସ୍ଥାପନକୁ ଉଦଘାଟନ କରିବା ସହ ମହିଳାମାନଙ୍କ ପାଇଁ ସ୍ୱଚ୍ଛତା ଓ ସହାୟକ କର୍ମକ୍ଷେତ୍ର ସୃଷ୍ଟି ଦିଗରେ ଏକ ପ୍ରଗତିଶୀଳ ପଦକ୍ଷେପ ବୋଲି କହିଛନ୍ତି ।
Politics
ରାଜ୍ୟରେ ୫ବର୍ଷରେ ୨ଗୁଣ ବଢ଼ିବ ଏମବିବିଏସ୍ ସିଟ୍ : ସ୍ୱାସ୍ଥ୍ୟମନ୍ତ୍ରୀ
ଆଜି ଶ୍ରୀ ମହାଲିଙ୍ଗ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଆଗାମୀ ୫ବର୍ଷ ମଧ୍ୟରେ ରାଜ୍ୟର ବିଭିନ୍ନ ମେଡିକାଲ କଲେଜରେ ଥିବା ଏମବିବିଏସ୍ ସିଟ୍ ସଂଖ୍ୟାକୁ ୨୫୦୦ରୁ ୫ହଜାରକୁ ବୃଦ୍ଧି କରିବାକୁ ସରକାର ଯୋଜନା କରିଛନ୍ତି ।
Politics
'ବାଇଡେନଙ୍କ ପରି ମୋଦିଙ୍କ ମେମୋରି ଲସ୍ ହୋଇଗଲାଣି'
ପ୍ରଧାନମନ୍ତ୍ରୀ ମୋଦି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭଳି ସ୍ମୃତିଶକ୍ତି ହରାଇ ବସିଲେଣି ବୋଲି ରାହୁଲ ଗାନ୍ଧି କହିଛନ୍ତି।
Politics
ବିଜେପି-କଂଗ୍ରେସକୁ ନିର୍ବାଚନ ଆୟୋଗଙ୍କ ନୋଟିସ୍, ସୋମବାର ସୁଦ୍ଧା ଜବାବ ରଖିବାକୁ ନିର୍ଦ୍ଦେଶ
ଜାତୀୟ ସ୍ତରରେ ଦୁଇ ପ୍ରମୁଖ ଦଳର ଷ୍ଟାର୍ ପ୍ରଚାରକ ଅମିତ ଶାହ ଏବଂ ରାହୁଲ ଗାନ୍ଧିଙ୍କ ମନ୍ତବ୍ୟକୁ ନେଇ ଦଳର ସଭାପତିମାନଙ୍କୁ ସ୍ପଷ୍ଟୀକରଣ ମାଗିଛନ୍ତି ନିର୍ବାଚନ କମିଶନ।
Politics
ବିଜେଡିକୁ ଝଟ୍କା, ଅନାସ୍ଥାରେ ହାରିଲେ ବ୍ଲକ୍ ଅଧ୍ୟକ୍ଷା
ଆଜି ବ୍ଲକ୍ ଅଧ୍ୟକ୍ଷା ରାଜଶ୍ରୀ ନାୟକଙ୍କ ବିରୋଧରେ ଆସିଥିବା ଅନାସ୍ଥା ଉପରେ ଅନାସ୍ଥା ଭୋଟିଂ ହୋଇଥିଲା। ୨ ବିଧାୟକ, ଢେଙ୍କାନାଳ ସାଂସଦଙ୍କୁ ମିଶାଇ ୬୨ ଜଣ ଅନାସ୍ଥା ଭୋଟ୍ରେ ଅଂଶ ଗ୍ରହଣ କରିଥିଲେ।