ଆନ୍ଧ୍ର ପ୍ରଦେଶ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଜି. ରୁଦ୍ର ରାଜୁ। ଜାତୀୟ ଗଣମାଧ୍ୟମରେ ଏନେଇ ଖବର ପ୍ରକାଶ ପାଇଛି।
ନିକଟରେ କଂଗ୍ରେସରେ ଯୋଗ ଦେଇଥିବା ୱାଇ.ଏସ୍ ଶର୍ମିଲାଙ୍କୁ ଏହି ପଦ ଦିଆ ଯାଇପାରେ ବୋଲି କୁହାଯାଉଛି। ମିଳିଥିବା ସୂଚନା ଅନୁଯାୟୀ, କଂଗ୍ରେସ ପକ୍ଷରୁ ଖୁବ୍ ଶୀଘ୍ର ଏନେଇ ଘୋଷଣା କରାଯିବ।
ଗତ ୪ ତାରିଖରେ କଂଗ୍ରେସରେ ମିଶିଥିଲେ ୱାଇ.ଏସ୍ ଶର୍ମିଲା। ସେ ତାଙ୍କ ଦଳ ୱାଇଏସ୍ଆର ତେଲଙ୍ଗାନାକୁ ମଧ୍ୟ କଂଗ୍ରେସରେ ମିଶାଇ ଦେଇଥିଲେ। ଶର୍ମିଲା ହେଉଛନ୍ତି ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ୍ ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ।
Also Read
କଂଗ୍ରେସକୁ ପ୍ରଶଂସା କରି ଶର୍ମିଲା କହିଥିଲେ ଯେ ଏହା ହେଉଛି ଦେଶର ସବୁଠୁ ବଡ଼ ଧର୍ମନିରପେକ୍ଷ ରାଜନୀତିକ ଦଳ। ଏହା ଦେଶର ସମସ୍ତ ସଂପ୍ରଦାୟ ଓ ବର୍ଗର ଲୋକଙ୍କ ସେବା କରି ଆସୁଛି।
ତେଲଙ୍ଗାନା ବିଧାନସଭା ନିର୍ବାଚନ ବେଳେ ୱାଇ.ଏସ୍ ଶର୍ମିଲା କଂଗ୍ରେସକୁ ସମର୍ଥନ ଜଣାଇଥିଲେ। ଭୋଟ୍ ଯେପରି ଭାଗ ନ ହେବ, ସେଥିପାଇଁ ସେ ନିଜେ ପ୍ରାର୍ଥୀ ହୋଇ ନଥିଲେ କି ଦଳରୁ କାହାକୁ ପ୍ରାର୍ଥୀ କରି ନଥିଲେ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
EVMକୁ ନେଇ ବଢ଼ିଲା ଇଣ୍ଡିଆ ବ୍ଲକରେ ଫାଟ: ଏଥର କଂଗ୍ରେସକୁ ଘେରିଲା TMC
ଇଭିଏମ ହ୍ୟାକ କରି ବିଜେପି ନିର୍ବାଚନରେ ଜିତୁଥିବା କଂଗ୍ରେସ ବାରମ୍ବାର ଅଭିଯୋଗ କରି ଆସୁଛି। ହେଲେ କଂଗ୍ରେସ ନେତୃତ୍ୱାଧୀନ ଇଣ୍ତିଆ ବ୍ଲକରେ ଥିବା ଗୋଟିଏ ପରେ ଗୋଟିଏ ଦଳ ଏହା ବିରୋଧରେ ମତ ରଖିବାରେ ଲାଗିଛନ୍ତି।
Politics
ପାଲେଷ୍ଟାଇନ ଲେଖାଥିବା ବ୍ୟାଗ ଧରି ସଂସଦରେ ପହଞ୍ଚିଲେ ପ୍ରିୟଙ୍କା, ଏମିତି କହିଲା ବିଜେପି
ବିଜେପି ଏହାକୁ ତୁଷ୍ଟୀକରଣ ପାଇଁ ଉଦ୍ୟମ ବୋଲି କହି ତାଚ୍ଛଲ୍ୟ କରିଥିବା ବେଳେ ଏହାର ଜବାବ ପ୍ରିୟଙ୍କା ଗାନ୍ଧି ଦେଇଛନ୍ତି।
Politics
ଡିସେମ୍ବରରେ ମିଳିବ ନାହିଁ ସୁଭଦ୍ରା ଟଙ୍କା; ଯାଞ୍ଚ ପରେ ପାଇବେ ହିତାଧିକାରୀ
୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ୪ର୍ଥ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିବ।
Politics
ଇଭିଏମ୍ ପ୍ରସଙ୍ଗରେ କଂଗ୍ରେସର ସାଥ ଦେଲେନି ଓମାର ଅବଦୁଲ୍ଲା
ଆଶା ଅନୁଯାୟୀ ଫଳାଫଳ ନମିଳିଲେ ଇଭିଏମ୍ ଉପରେ ପ୍ରଶ୍ନ ଉଠାଇବା ଭୁଲ୍ ବୋଲି କହିଲେ ଓମାର ଅବଦୁଲ୍ଲା। କଂଗ୍ରେସକୁ କଲେ ସମାଲୋଚନା।
Politics
ମହାରାଷ୍ଟ୍ରରେ ଛିଡ଼ିଲା ଅଙ୍କ; ମନ୍ତ୍ରୀ ଭାବେ ଶପଥ ନେଲେ ୩୯ ବିଧାୟକ
ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନାଗପୁରରେ ମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ। ଏହି ମନ୍ତ୍ରୀ ପରିଷଦର କାର୍ଯ୍ୟକାଳ ମାତ୍ର ଅଢ଼େଇ ବର୍ଷ ହେବ ବୋଲି ମିଳିଛି ସୂଚନା।