୨୦୧୪ ସାଧାରଣ ନିର୍ବାଚନରେ ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡିରୁ ପ୍ରାର୍ଥୀ ହୋଇଥିଲେ ଅନୁଭବ ପଟ୍ଟନାୟକ। ଆଉ ସେହି ନିର୍ବାଚନରେ ସେ ବିଜୟୀ ହୋଇ ଓଡ଼ିଶା ବିଧାନସଭାକୁ ଯାଇଥିଲେ। ହେଲେ ୨୦୧୯ରେ ତାଙ୍କୁ ବିଜେଡି ପ୍ରାର୍ଥୀ କରିନଥିଲା। ତାଙ୍କ ସ୍ଥାନରେ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ବିଜେଡି ପ୍ରାର୍ଥୀ କରିଥିଲା। ଏହା ସତ୍ତ୍ୱେ ଅନୁଭବ ଦଳରେ ଥିଲେ ଓ ସଙ୍ଗଠନକୁ ସମ୍ଭାଳି ଥିଲେ। ଅନୁଭବଙ୍କ ରଣ କୌଶଳ ଯୋଗ ଖଣ୍ଡପଡ଼ାରେ ବିଜେଡି ବିଜୟ ହାସଲ କରିଥିଲା। ତେଣୁ ଅନୁଭବ ପଟ୍ଟନାୟକ ଆଶା ରଖିଥିଲେ ୨୦୨୪ ସାଧାରଣ ନିର୍ବାଚନରେ ବିଜେଡି ତାଙ୍କୁ ପ୍ରାର୍ଥୀ କରିବ। ହେଲେ ଏଥର ବି ତାଙ୍କୁ ନିରାଶ କରିଛି ଦଳ। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
Politics
ପ୍ରିୟଙ୍କା ଗାନ୍ଧିଙ୍କ ସଦସ୍ୟତାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
ପ୍ରିୟଙ୍କା ଗାନ୍ଧି ନାମାଙ୍କନ ପତ୍ରରେ ସମ୍ପତ୍ତିର ସବିଶେଷ ତଥ୍ୟ ଦେଇନଥିବା ଅଭିଯୋଗ। କେରଳ ହାଇକୋର୍ଟରେ ପିଟିସନ ଦାଖଲ କଲେ ୱାୟନାଡ ଉପନିର୍ବାଚନରେ ପରାଜିତ ବିଜେପି ନେତ୍ରୀ।
Politics
ନିର୍ବାଚନ ନିୟମରେ ସଂଶୋଧନ: ବ୍ୟବସ୍ଥିତ ଷଡ଼ଯନ୍ତ୍ର କଥା କହି କେନ୍ଦ୍ରକୁ ଟାର୍ଗେଟ କଲେ ଖଡଗେ
କେନ୍ଦ୍ର ସରକାର ନିର୍ବାଚନ କମିଶନଙ୍କ ସ୍ୱାଧୀନତାରେ ବୁଝମଣା କରିବାରେ ଲାଗିଛନ୍ତି ଓ ଏପରି ସଂଶୋଧନ ସମ୍ବିଧାନ ଓ ଗଣତନ୍ତ୍ର ଉପରେ ଆକ୍ରମଣ ବୋଲି ଖଡଗେ ଅଭିଯୋଗ କରିଛନ୍ତି।
Politics
ବିଜୁ ବାବୁ ଡେଙ୍ଗା, ଜୟ ବାବୁ ଡେଙ୍ଗା...
କିଏ ଓ କାହିଁକି ବୈଜୟନ୍ତ ପଣ୍ଡାଙ୍କ ବିରୋଧରେ ନବୀନ ପଟ୍ଟନାୟକଙ୍କୁ କହୁଥିଲେ।