Advertisment

ନିଜ ସିପାହୀକୁ ନିଜେ ଗୁଳି କରିଦେଲା ବିଜେଡି !

୨୦୧୪ ସାଧାରଣ ନିର୍ବାଚନରେ ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡିରୁ ପ୍ରାର୍ଥୀ ହୋଇଥିଲେ ଅନୁଭବ ପଟ୍ଟନାୟକ।

Advertisment

୨୦୧୪ ସାଧାରଣ ନିର୍ବାଚନରେ ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡିରୁ ପ୍ରାର୍ଥୀ ହୋଇଥିଲେ ଅନୁଭବ ପଟ୍ଟନାୟକ। ଆଉ ସେହି ନିର୍ବାଚନରେ ସେ ବିଜୟୀ ହୋଇ ଓଡ଼ିଶା ବିଧାନସଭାକୁ ଯାଇଥିଲେ। ହେଲେ ୨୦୧୯ରେ ତାଙ୍କୁ ବିଜେଡି ପ୍ରାର୍ଥୀ କରିନଥିଲା। ତାଙ୍କ ସ୍ଥାନରେ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ବିଜେଡି ପ୍ରାର୍ଥୀ କରିଥିଲା। ଏହା ସତ୍ତ୍ୱେ ଅନୁଭବ ଦଳରେ ଥିଲେ ଓ ସଙ୍ଗଠନକୁ ସମ୍ଭାଳି ଥିଲେ। ଅନୁଭବଙ୍କ ରଣ କୌଶଳ ଯୋଗ ଖଣ୍ଡପଡ଼ାରେ ବିଜେଡି ବିଜୟ ହାସଲ କରିଥିଲା। ତେଣୁ ଅନୁଭବ ପଟ୍ଟନାୟକ ଆଶା ରଖିଥିଲେ ୨୦୨୪ ସାଧାରଣ ନିର୍ବାଚନରେ ବିଜେଡି ତାଙ୍କୁ ପ୍ରାର୍ଥୀ କରିବ। ହେଲେ ଏଥର ବି ତାଙ୍କୁ ନିରାଶ କରିଛି ଦଳ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
BjD Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe