ଆନ୍ଧ୍ରପ୍ରଦେଶ ଲୋକସଭା ଓ ବିଧାନସଭା ପାଇଁ ଆଜି ଚାଲିଛି ଗଣତି। ସକାଳ 9ଟା ଗଣତି ସୁଦ୍ଧା ତେଲୁଗ ଦେଶମ ପାର୍ଟି (TDP) ଆଗେଇ ଚାଲିଥିବା ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସୂଚନା ମିଳିଛି।
TDP ବିଧାନସଭା ପ୍ରାର୍ଥୀ ଜି ବୁଚ୍ଚାହି ଆଗେଇ ଚାଲିଛନ୍ତି। ସେ ରାଜହମୁନ୍ଦ୍ରୟ ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେହିପରି ଲୋକସଭା ଆସନରେ ମଧ୍ୟ ଆଗରେ ରହିଛି TDP। ଦଳ 9ଟି ଆସନରେ ଆଗେଇ ଚାଲିଥିବା ବେଳେ YSR କଂଗ୍ରେସ ତିନୋଟି ଆସନରେ ଆଗରେ ରହିଛି।
ପ୍ରକାଶ ଥାଉକି, ଆଜି ଆନ୍ଧ୍ରପ୍ରଦେଶର 25 ଲୋକସଭା ଓ 175ଟି ବିଧାନସଭା ଆସନ ପାଇଁ ଭୋଟ୍ ଗଣତି ହେଉଛି। ରାଜ୍ୟରେ ଶାସକ YSR କଂଗ୍ରେସ ଏବଂ ଟିଡିପି-ବିଜେପି-ଜେଏସପି ମିଳିତ ମଞ୍ଚ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ଏଥର YSR କଂଗ୍ରେସ ସତ୍ତାରେ ରହିବା ନା ଗାଦିଚ୍ୟୁତ ହେବ, ତା ଉପରେ ନଜର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବ ମଞ୍ଚରୁ ନବୀନଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ
ମଞ୍ଚରେ ବସିଥିବା କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କୁ ମଧ୍ୟ କଡା କାଉଣ୍ଟର କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଓଡ଼ିଶା ସବୁଠୁ ଗରିବ ରାଜ୍ୟ ବୋଲି କହିବା ଠିକ୍ ହେଲାନାହିଁ। ଏଥିପାଇଁ ଦାୟୀ କିଏ ? ତାହାର ଉତ୍ତର ବି ଆସିବା କଥା।
Politics
ଆଇଏଏସ୍ ସ୍ତରରେ ଅଦଳବଦଳ; ଭୂପେନ୍ଦ୍ର ସିଂ ପୁନିଆଁଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ
ପ୍ରାୟ ୫ ମାସ ତଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆଙ୍କ ବଦଳି ହୋଇଛି। ତେବେ ତାଙ୍କ ସ୍ଥାନରେ କିଏ ଏହି ପଦ ସମ୍ଭାଳିବେ ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳି ପାରିନି।
Politics
ଆଜି ଓଡ଼ିଶା ଆସୁଛନ୍ତି ନୂଆ ରାଜ୍ୟପାଳ, ଶ୍ରୀଜିଉଙ୍କୁ ଦର୍ଶନ କରିବେ
ଆଜି ଓଡ଼ିଶା ଆସୁଛନ୍ତି ନୂଆ ରାଜ୍ୟପାଳ ହରିବାବୁ କମ୍ଭାମପତି । ଭୁବନେଶ୍ୱରରେ ପହଞ୍ଚିବା ପରେ ଶ୍ରୀଜିଉଙ୍କୁ ଦର୍ଶନ କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ କରିବେ।
Politics
ତଥାଗତଙ୍କ ଲେଖାକୁ ନେଇ ଚର୍ଚ୍ଚା; ନବୀନଙ୍କୁ ଘାଇଲା କଲେ
ସେ ଆହୁରି ଲେଖିଛନ୍ତି, ସାଧାରଣତଃ ପ୍ରଶାସନିକ ବ୍ୟବସ୍ଥାରେ ଜଣେ ଆଇଏଏସ୍ ଅଧିକାରୀ ସରକାରୀ ଚାକିରିରୁ ଅବସର ନେବା ପରେ ନିଜ ଜନ୍ମସ୍ଥାନକୁ ଫେରିବାର ଲକ୍ଷ୍ୟ କରାଯାଏ। କିନ୍ତୁ ପାଣ୍ଡିଆନ୍ଙ୍କୁ ଦଳର ମଙ୍ଗ ଧରାଇ ନବୀନ ନିଜେ ଓଡ଼ିଆ ଲୋକଙ୍କୁ ତାଚ୍ଛଲ୍ୟ କରିଥିଲେ।
Politics
କାଲି ଓଡ଼ିଶାରେ ପହଞ୍ଚିବେ ନୂତନ ରାଜ୍ୟପାଳ, ୩ରେ ଶପଥ ସମାରୋହ
ଆସନ୍ତା ୩ରେ ଶପଥ ନେବେ ଓଡ଼ିଶାର ନୂଆ ରାଜ୍ୟପାଳ ହରି ବାବୁ କମ୍ଭାମପତି । ସେ ଆସନ୍ତା କାଲି ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିବା ବେଳେ ୩ ତାରିଖରେ ଶପଥ ଗ୍ରହଣ ସମାରୋହର କାର୍ଯ୍ୟକ୍ରମ ରହିଛି।