Advertisment

ଅପରାଜିତା, ପ୍ରଦୀପ ପୁରୋହିତ ଓ ଦୀପାଳି ଦାସ ଆଗୁଆ

ଭୁବନେଶ୍ୱର ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଆଗୁଆ ଅଛନ୍ତି।

Aparajita Sarangi

Aparajita Sarangi

Advertisment

ଭୁବନେଶ୍ୱର ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଆଗୁଆ ଅଛନ୍ତି। ତାଙ୍କର ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ସହ କଡ଼ା ଟକ୍କର ହେଉଛି। ତେବେ ଆଜି ସକାଳୁ ଗଣତି ଆରମ୍ଭ ହୋଇଥିବା ବେଳେ ଅପରାଜିତା ଆଗୁଆ ଥିବା ଜଣାଯାଇଛି।

Advertisment

ସେହିପରି ବରଗଡ଼ ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଗୁଆ ଥିବା ବେଳେ ଝାରସୁଗୁଡ଼ା ବିଧାନସଭା ଆସନରେ ବିଜେଡିର ଦୀପାଳି ଦାସ ଆଗୁଆ ଅଛନ୍ତି।

Election Results 2024 General Election Odisha Assembly Election 2024
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe