Advertisment

ସୁପ୍ରିମକୋର୍ଟ; ଧାରା ୩୭୦ ଉଚ୍ଛେଦ ସମ୍ପୂର୍ଣ୍ଣ ରୂପେ ବୈଧ ଓ ଆଇନ ସମ୍ମତ

ଧାରା ଉଚ୍ଛେଦ ସମ୍ପୂର୍ଣ୍ଣ ରୂପେ ବୈଧ ଓ ଆଇନ ସମ୍ମତ କହିଲେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ।

author-image
Manoj Swain

ଧାରା ୩୭୦ ଉଚ୍ଛେଦ ଉପରେ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କଲେ ସୁପ୍ରିମକୋର୍ଟ। ଜମ୍ମୁ କଶ୍ମୀରରୁ ଏହି ଧାରା ଉଚ୍ଛେଦ କରି କୌଣସି ଭୁଲ୍ କରିନାହାନ୍ତି କେନ୍ଦ୍ର ସରକାର। ଧାରା ୩୭୦ ଉଚ୍ଛେଦ ସମ୍ପୂର୍ଣ୍ଣ ରୂପେ ବୈଧ ଓ ଆଇନ ସମ୍ମତ କହିଲେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ। 

Advertisment
Article 370 Supreme Court