କମୁଛି କେଜ୍ରିଓ୍ୱାଲଙ୍କ ଓଜନ, ଚିନ୍ତାରେ ଆପ୍ | Odisha Reporter
Advertisment
ମଦ ଦୁର୍ନୀତି ମାମଲାରେ ଦିଲ୍ଲୀର ତିହାର ଜେଲରେ ବନ୍ଦ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ଅସୁସ୍ଥ। ଗିରଫ ହେବାର ୧୨ ଦିନ ମଧ୍ୟରେ ତାଙ୍କର ଓଜନ ସାଢ଼େ ୪ କିଲୋ କମିଗଲାଣି। ଏନେଇ ଦିଲ୍ଲୀ କ୍ୟାବିନେଟ୍ ମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ନେତ୍ରୀ ଆତିଶୀ ଏହା କହିଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us