ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟର ମରୁଡିଗ୍ରସ୍ତ ଅଞ୍ଚଳର ସମସ୍ତ ଆରଆଇ ସର୍କଲକୁ ଘେରାଉ କରିବ ବିଜେପି। ଦଳ ପକ୍ଷରୁ ଅଭିଯୋଗ କରାଯାଇଛି ସରକାରଙ୍କ ପାଖରେ ମରୁଡି ସମ୍ପର୍କିତ ତଥ୍ୟ ନାହିଁ। ଚାଷୀଙ୍କ କେତେ ଜମି ମରୁଡିଗ୍ରସ୍ତ ହୋଇଛି ତାର ଏକ ରିପୋର୍ଟ ପ୍ରସ୍ତୁତ କରି ବିଜେପି ରାଜ୍ୟ ସରକାରଙ୍କୁ ହସ୍ତାନ୍ତର କରିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
୭ମ ଥର ପାଇଁ ସଢ଼େଇକଳାରୁ ଜିତିଲେ ଚମ୍ପାଇ ସୋରେନ
ଚମ୍ପାଇ ସୋରେନ ନିର୍ବାଚନର ଠିକ ପୂର୍ବରୁ ବିଜେପିରେ ସାମିଲ ହୋଇଥିଲେ। ତା’ ପୂର୍ବରୁ ସେ ବିଜେପିର ପ୍ରବଳ ବିରୋଧୀ ଥିଲେ।
Politics
ଇତିହାସ ରଚିଲା ବିଜେପି: ୩୧ ବର୍ଷ ପରେ ଏହି ମୁସଲିମ ବହୁଳ ଆସନରେ ଜିତିଲା
କୁଣ୍ଡାର୍କି ଗୋଟିଏ ମୁସଲିମ ବହୁଳ ଅଞ୍ଚଳ। ଏଠାରେ ୧୧ ଜଣ ମୁସଲିମ ପ୍ରାର୍ଥୀ ଉପ ନିର୍ବାଚନ ଲଢ଼ୁଥିବା ବେଳେ ବିଜେପି ଏକମାତ୍ର ହିନ୍ଦୁ ରାମବୀରଙ୍କୁ ଟିକେଟ ଦେଇଥିଲା।
Politics
ମହାରାଷ୍ଟ୍ର ବିଧାନସଭାରେ କାହାକୁ ମିଳିବନି ବିରୋଧୀ ଦଳ ନେତା ମାନ୍ୟତା!
ରାଜ୍ୟର ୨୮୮ଟି ବିଧାନସଭା ଆସନରୁ ଯେଉଁ ଦଳ ପାଖରେ ୧୦% ଅର୍ଥାତ ୨୯ଟି ଆସନ ଥିବ, ସେହି ଦଳ ବିରୋଧୀ ଦଳ ନେତା ପଦ ପାଇଁ ଦାବି ଜଣାଇ ପାରିବ।
Politics
ଯାଜପୁର କଳିରେ ଲମ୍ଫ ମାରିଲେ ପ୍ରମିଳା; ପ୍ରତି ଆକ୍ରମଣ କଲେ ହିମାଂଶୁ
ହିମାଂଶୁ-ଲଲ-ବବି କଳିରେ ଏଣ୍ଟ୍ରୀ ମାରି ଗଣମାଧ୍ୟମରେ ପ୍ରମିଳା କହିଥିଲେ, ଧର୍ମଶାଳା ବିଧାୟକ ମିଛ କହୁଛନ୍ତି। ଗାଡିରୁ ସେ ଓହ୍ଲାଇ ନାହାଁନ୍ତି। ତାଙ୍କୁ କିଏ ଆକ୍ରମଣ କଲା
Politics
ମୁଖମନ୍ତ୍ରୀ ପଦ ପାଇଁ ଦାବି ଜଣାଇଲେ ଏକନାଥ ସିନ୍ଦେ!
ମହାୟୁତ ପକ୍ଷରୁ ସିନ୍ଦେଙ୍କ ଘରେ ଗୋଟିଏ ବୈଠକ ବସିଥିଲା। ଏହି ସମୟରେ ଏକନାଥ ସିନ୍ଦେ ପୁଣି ମୁଖ୍ୟମନ୍ତ୍ରୀ ହେବାକୁ ଦାବି ଉପସ୍ଥାପନ କରିଥିବା ଜଣାପଡ଼ିଛି।