Advertisment

ପାଣ୍ଡିଆନଙ୍କୁ 'ମୁଖ୍ୟମନ୍ତ୍ରୀ' କହି ସମ୍ବୋଧନ କଲେ ସାଂସଦ ପ୍ରମିଳା ବିଷୋଇ

ଗତକାଲି ଗଞ୍ଜାମ ଜିଲ୍ଲା ଆସ୍କା ଠାରେ ଆମ ବସଷ୍ଟାଣ୍ଡ ଉଦଘାଟନ ହୋଇଯାଇଛି।

author-image
Manoj Swain

ପାଣ୍ଡିଆନଙ୍କୁ 'ମୁଖ୍ୟମନ୍ତ୍ରୀ' କହି ସମ୍ବୋଧନ କଲେ ସାଂସଦ ପ୍ରମିଳା ବିଷୋଇ। ଗତକାଲି ଗଞ୍ଜାମ ଜିଲ୍ଲା ଆସ୍କା ଠାରେ ଆମ ବସଷ୍ଟାଣ୍ଡ ଉଦଘାଟନ ହୋଇଯାଇଛି। ଏହି ଉଦଘାଟନ କାର୍ଯ୍ୟକ୍ରମରେ ଆସ୍କା ସାଂସଦ ପ୍ରମିଳା ବିଷୋଇ ଓ ବିଧାୟିକା ମଞ୍ଜୁଳା ସ୍ବାଇଁ ଯୋଗ ଦେଇ ଆମ ବସଷ୍ଟାଣ୍ଡକୁ ଉଦଘାଟନ କରିଥିଲେ। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

Advertisment
Odisha Ganjam