‘ନବୀନ କେବଳ ଓକେ ଓକେ କହୁଛନ୍ତି’ | Assam CM Himanta Biswa Sarma In Odisha\'s Malkangiri | Kalimela | OR
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ବର୍ଷିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ମାଲକାନଗିରି ଜିଲ୍ଲା କାଲିମେଳାରେ ଏକ ଜନସଭାକୁ ସମ୍ବୋଧିତ ବେଳେ ଏମ୍ ପିଭି-୮୨ ନାଁକୁ ନେଇ ସମାଲୋଚନା କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଗାଁର ନାଁ ଏଭଳି କାରଣ ଏଠାରେ ନବୀନଙ୍କ ସରକାର ଚାଲିଛି । ବିଜେପି ସରକାର ହେଲେ ଏଠି ରାଜସ୍ୱ ଗ୍ରାମର ମାନ୍ୟତା ମିଳିବ । ବିଜେପି ସରକାର ଆସିଲେ, ନମ୍ବର ନୁହେଁ, ଗାଁର ନାଁ ଦିଆଯିବ। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
