Advertisment

ନବୀନ କେବଳ ଓକେ ଓକେ କୁହନ୍ତି: ଆସାମ ମୁଖ୍ୟମନ୍ତ୍ରୀ

ମାଲକାନଗିରି ଜିଲ୍ଲା କାଲିମେଳାରେ ଏକ ଜନସଭାକୁ ସମ୍ବୋଧିତ ବେଳେ ଏମ୍ ପିଭି-୮୨ ନାଁକୁ ନେଇ ସମାଲୋଚନା କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ।

ଅଦ୍ୟତନ ହୋଇଛି
Advertisment

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ବର୍ଷିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ମାଲକାନଗିରି ଜିଲ୍ଲା କାଲିମେଳାରେ ଏକ ଜନସଭାକୁ ସମ୍ବୋଧିତ ବେଳେ ଏମ୍ ପିଭି-୮୨ ନାଁକୁ ନେଇ ସମାଲୋଚନା କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଗାଁର ନାଁ ଏଭଳି କାରଣ ଏଠାରେ ନବୀନଙ୍କ ସରକାର ଚାଲିଛି । ବିଜେପି ସରକାର ହେଲେ ଏଠି ରାଜସ୍ୱ ଗ୍ରାମର ମାନ୍ୟତା ମିଳିବ । ବିଜେପି ସରକାର ଆସିଲେ, ନମ୍ବର ନୁହେଁ, ଗାଁର ନାଁ ଦିଆଯିବ। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

Advertisment
Odisha Bjp Assam CM Himanta Biswa Sarma
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe