ବ୍ରହ୍ମପୁର ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ପଛର କାରଣ କ’ଣ ? ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଓରଫ୍ ପିଣ୍ଟୁ ଦାସ କାହିଁକି କଲେ ଆକ୍ରମଣ ? ଆକ୍ରମଣ ପଛରେ ବାସ୍ତବରେ ପିଣ୍ଟୁ ଦାସ ନା ଆଉ କିଏ ? ଚିକିତ୍ସା ପରେ ଭୁବନେଶ୍ୱର ଏମ୍ସରୁ ଗତକାଲି ଡିସଚାର୍ଜ ହେବା ପରେ ପ୍ରଦୀପ ଦେଇଛନ୍ତି ବିସ୍ଫୋରକ ବୟାନ। କେମିତି ଷଡ଼ଯନ୍ତ୍ର ରଚି ବିଜେଡି କରିଥିଲା ଆକ୍ରମଣ, ଗୋଟି ଗୋଟି କରି ବଖାଣିଛନ୍ତି ପ୍ରଦୀପ। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଦିଲ୍ଲୀ ରାଜନୀତି; କୈଳାଶ ଗଲେ ଅନିଲ ଆସିଲେ
ଅଶୋକ ଗେହଲଟ ଆପ୍ ଛାଡ଼ୁ ଛାଡ଼ୁ ଦଳରେ ଯୋଗ ଦେଇଛନ୍ତି ପୂର୍ବତନ ବିଜେପି ବିଧାୟକ ଅନିଲ ଝା।
Politics
ଇଡି-ସିବିଆଇ ଚାପରେ ଇସ୍ତଫା ଦେଇଛନ୍ତି କୈଳାଶ ଗେହଲଟ: ଆପ୍
ବିଧାନସଭା ନିର୍ବାଚନ ମଧ୍ୟରେ ଆପ୍ ଛାଡ଼ିଛନ୍ତି ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ କୈଳାଶ ଗେହଲଟ।
Politics
ବର୍ଷିଲେ ବିଜେଡି ସାଂସଦ
ମହାପ୍ରଭୁଙ୍କୁ ନେଇ ରାଜନୀତି କରିବା ଛଡ଼ା ବିଜେପି ସରକାରର ଆଉ କିଛି କାମ ନାହିଁ ବୋଲି କହିଛନ୍ତି ସାଂସଦ।