Advertisment

ବିଜେଡି ଛାଡ଼ି ବିଜେପିରେ ମିଶିଲେ ବଡ଼ମ୍ବା ବ୍ଲକ ଅଧ୍ୟକ୍ଷ

ପୂର୍ବତନ ବିଧାୟକ ଦେବୀ ମିଶ୍ରଙ୍କୁ ଲାଗିଛି ବଡ଼ ଝଟକା।

Advertisment

ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ତଥା ପୂର୍ବତନ ବିଧାୟକ ଦେବୀ ମିଶ୍ରଙ୍କୁ ବଡ଼ ଝଟକା। ବିଜେଡ଼ି ଛାଡ଼ି ବିଜେପିରେ ଯୋଗଦେଲେ ବଡ଼ମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି। ବଡ଼ମ୍ବା ବିଧାୟକ ବିଜୟ ଦଳ ବେହେରାଙ୍କ ନେତୃତ୍ୱରେ ପଦ୍ମ ଧରିଛନ୍ତି ରଘୁପତି।  

Advertisment
Bjp BjD Debiprasad Mishra
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe