କେନ୍ଦ୍ରାପଡ଼ାରେ ବୈଜୟନ୍ତଙ୍କୁ ଭବ୍ୟ ସ୍ୱାଗତ | Odisha Reporter
କେନ୍ଦ୍ରାପଡ଼ା ପାଇଁ ଭାରତୀୟ ଜନତା ପାର୍ଟିର ଲୋକସଭା ପ୍ରାର୍ଥୀ ଘୋଷିତ ହେବା ପରେ ବୈଜୟନ୍ତ ପଣ୍ଡା କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ଶ୍ରୀ ବଳଦେବ ଜୀଉଙ୍କ ଆଶୀର୍ବାଦ ଲୋଡ଼ିଛନ୍ତି। ଏହି ଉଦ୍ଦେଶ୍ୟରେ ସେ ଆଜି କେନ୍ଦ୍ରାପଡ଼ାରେ ପହଞ୍ଚିବା ପରେ ତାଙ୍କୁ ଏକ ବିଶାଳ ଶୋଭାଯାତ୍ରାରେ ପାଛୋଟି ନିଆଯାଇଥିଲା। ଏକ ବିଶାଳ ଶୋଭାଯାତ୍ରାରେ ହଜାର ହଜାର କର୍ମୀ ଓ ସାଧାରଣ ଜନତା ସାମିଲ ହୋଇଥିଲେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
