Advertisment

ପଟ୍ଟାମୁଣ୍ଡାଇରେ ବୈଜୟନ୍ତଙ୍କ ବିଶାଳ ରୋଡ଼ ଶୋ’

କେନ୍ଦ୍ରାପଡା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ବିଜେପିର ବିଶାଳ ଜନସମ୍ପର୍କ ଯାତ୍ରା।

ଅଦ୍ୟତନ ହୋଇଛି
Advertisment

କେନ୍ଦ୍ରାପଡା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ବିଜେପିର ବିଶାଳ ଜନସମ୍ପର୍କ ଯାତ୍ରା। ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ାର ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଚାଲିଛି ଜୋରଦାର ପ୍ରଚାର। ଏହି ଜନସମ୍ପର୍କ ଯାତ୍ରାରେ ରାଜନଗର ବିଜେପି ବିଧାୟକ ପ୍ରାର୍ଥୀ ଲଳିତ ବେହେରାଙ୍କ ସମେତ ବହୁ ସଂଖ୍ୟାରେ ବିଜେପି ନେତା ଓ କର୍ମୀ ସାମିଲ ହୋଇଛନ୍ତି।

Advertisment
Bjp Baijayant Panda Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe