କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିବେ ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା। ସକାଳ ୯ଟାରେ ତିନି ମୁହାଣ ରାମ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିବେ ବୈଜୟନ୍ତ। ଏହାପରେ ଏକ ବିରାଟ ଶୋଭାଯାତ୍ରାରେ ନାମାଙ୍କନ ପାଇଁ ବାହାରିବେ ବୈଜୟନ୍ତ।
ଶୋଭାଯାତ୍ରା ତିନିମୁହାଣ, ଜ୍ଞାନପୀଠ, କଜଳା, ମହିପାଳ, ବଡହାଟ ଏବଂ ପୁରୁଣା ବସଷ୍ଟାଣ୍ଡ ଦେଇ ଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚିବ। ବୈଜୟନ୍ତ ପଣ୍ଡାଙ୍କ ଶୋଭାଯାତ୍ରାରେ କେନ୍ଦ୍ର ଓ ରାଜ୍ୟ ସ୍ତରର ବହୁ ପ୍ରମୁଖ ନେତା ଓ ବିଧାୟକ ପ୍ରାର୍ଥୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିନିମନ୍ତେ ବିଜେପି କର୍ମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି।
Also Read
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅସନ୍ତୋଷ ଝାଡ଼ିଥିବା ବିଧାୟକଙ୍କୁ ନୂଆ ଆସନରେ ଟିକେଟ ଦେଲା ବିଜେପି
୦୨୦ରେ ମୋହନ ସିଂହ କରୱାଲା ଆସନରୁ ବିଜୟୀ ହୋଇଥିଲେ। ଏଥର କିନ୍ତୁ ବିଜେପି କରୱାଲ ଆସନରେ ଆପ୍ରୁ ଆସିଥିବା ବିବାଦୀୟ ନେତା କପିଲ ମିଶ୍ରାଙ୍କୁ ଟିକେଟ ଦେଇଛି।
Politics
ବଡ଼ ଭୁଲ: କପିଲ ମିଶ୍ରାଙ୍କୁ ଟିକେଟ ମିଳିବା ପରେ ଅସନ୍ତୋଷ ଝାଡ଼ିଲେ ବିଜେପି ବିଧାୟକ
ମୋହନ ସିଂହଙ୍କ ବଦଳରେ ୨୦୨୫ ବିଧାନସଭା ନିର୍ବାଚନରେ କରୱାଲ ନଗର ଆସନରୁ କପିଲ ମିଶ୍ରା ବିଜେପି ଟିକେଟରେ ଲଢ଼ିବେ। ଦଳର ଏପରି ପଦକ୍ଷେପକୁ ବଡ଼ ତ୍ରୁଟି ବୋଲି ମୋହନ ସିଂହ କହିଛନ୍ତି।
Politics
କଂଗ୍ରେସର ବଡ଼ ପ୍ରତିଶ୍ରୁତି: ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା
ଯଦି କଂଗ୍ରେସ ୧୫ ବର୍ଷର ବନବାସ ପରେ ଦିଲ୍ଲୀରେ କ୍ଷମତାକୁ ଫେରିବ, ତା’ହେଲେ ସମସ୍ତ ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା।
Politics
ପ୍ରଦୀପ କହିଦେଲେ ନବୀନ ଓ ପାଣ୍ଡିଆନଙ୍କ ଭିତିରି କଥା
କେତେ ପ୍ରତିଶୋଧ ପରାୟଣ ନବୀନ ବାବୁ ? କେମିତି ତାଙ୍କ ପରିବାର ଓ ତାଙ୍କୁ ହଇରାଣ କରିଥିଲେ ?
Politics
ହଂସିତାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।